ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତର ତୃତୀୟ ଦିନ; ଆଜି ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ଉତ୍ସବରେ ହେବେ ସାମିଲ

ଆସନ୍ତାକାଲି ସମ୍ବଲପୁର ଜିଲ୍ଲା ଗସ୍ତରେ ଯାଇ ସନ୍ଥକବି ଭୀମଭୋଇଙ୍କ ସହ ଜଡ଼ିତ ବିଭିନ୍ନ ସ୍ଥାନ ପରିଦର୍ଶନ କରି ମହିମା ଧର୍ମାବଲମ୍ବୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି।

President of india PhotoOR

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

Tapaswini Nayak
  • Published: Friday, 01 March 2024
  • Updated: 01 March 2024, 07:55 AM IST

୪ ଦିନିଆ ଓଡ଼ିଶା ଗସ୍ତରେ ଅଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆଜି ଗସ୍ତର ତୃତୀୟ ଦିନରେ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ସାମିଲ ହେବେ ରାଷ୍ଟ୍ରପତି।
ଦିନ ୧୦ଟା ୧୫ରେ ବ୍ରହ୍ମପୁର ପହଞ୍ଚିବା ପରେ ସେଠାରୁ ଭଞ୍ଜବିହାର ଯାଇ ବିଶ୍ୱବିଦ୍ୟାଳୟ ସମାବର୍ତ୍ତନରେ ଯୋଗଦେବେ।

Also Read

ଏ ଅବସରର ରାଷ୍ଟ୍ରପତି ବିଶ୍ୱବିଦ୍ୟାଳୟ ଛାତ୍ରଛାତ୍ରୀଙ୍କୁ ଉଦବୋଧନ ଦେବା ସହ ସ୍ୱର୍ଣ୍ଣ ପଦକ ବିଜେତାଙ୍କୁ ପଦକ ପ୍ରଦାନ କରିବାର କାର୍ଯ୍ୟକ୍ରମ ରହିଛି। ଦିନ ୧୨ଟାରେ ଭୁବନେଶ୍ୱର ଫେରି ରାଜଭବନରେ ମଧ୍ୟାହ୍ନ ଭୋଜନ କରିବେ ରାଷ୍ଟ୍ରପତି। ଅପରାହ୍ନରେ କଟକରେ ବ୍ରହ୍ମକୁମାରୀ ଓଡ଼ିଶାର ସୁବର୍ଣ୍ଣ ଜୟନ୍ତୀ ସମାରୋହରେ ସାମିଲ ହୋଇ ପୁଣି ରାଜଭବନ ଫେରି ସେଠାରେ ରାତ୍ରି ଯାପନ କରିବେ ଦ୍ରୌପଦୀ ମୁର୍ମୁ।

ସେହିପରି ଆସନ୍ତାକାଲି ସମ୍ବଲପୁର ଜିଲ୍ଲା ଗସ୍ତରେ ଯାଇ ସନ୍ଥକବି ଭୀମଭୋଇଙ୍କ ସହ ଜଡ଼ିତ ବିଭିନ୍ନ ସ୍ଥାନ ପରିଦର୍ଶନ କରି ମହିମା ଧର୍ମାବଲମ୍ବୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ଗତକାଲି କେନ୍ଦୁଝର ଜିଲ୍ଲା ଗସ୍ତ କରିବା ସହ ସନ୍ଧ୍ୟାରେ ଉତ୍କଳ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନରେ ଯୋଗ ଦେଇଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story