/odisha-reporter/media/post_attachments/uploadimage/library/16_9/16_9_0/BJD_1724552247.jpg)
BJD
ଆଜି ସକାଳ ୧୦ଟାରୁ ଆରମ୍ଭ ହେବ ବିଜେଡିର ନବ-ନିର୍ବାଚିତ ବିଧାୟକଙ୍କ ପ୍ରଶିକ୍ଷଣ ଶିବିର। ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ପ୍ରଶିକ୍ଷଣ ଶିବିରକୁ ଉଦଘାଟନ କରିବେ। ଶଙ୍ଖ ଭବନରେ ବିଜେଡ଼ି ବିଧାୟକ ନେବେ ପ୍ରଶିକ୍ଷଣ।
Advertisment
ନବ-ନିର୍ବାଚିତ ୧୮ ବିଜେଡି ବିଧାୟକଙ୍କ ସମେତ ଅନ୍ୟ ବିଧାୟକ ମାନେ ବି ତାଲିମ୍ ନେବେ।।ବିଧାନସଭା ନୀତି ଓ ବିଧି ବ୍ୟବସ୍ଥା ସମ୍ପର୍କରେ ଦଳର ଅଭିଜ୍ଞ ବିଧାୟକ ଓ ନେତା ପ୍ରଶିକ୍ଷଣ ଦେବେ।।
ବିଧାନସଭାରେ ଗତ ୧୭ ଓ ୧୮ ତାରିଖରେ ଅୟୋଜିତ ବିଧାୟକ ପ୍ରଶିକ୍ଷଣ ଶିବିରକୁ ବିଜେପିର ଦଳୀୟ ପ୍ରଶିକ୍ଷଣ ଶିବିର ଦର୍ଶାଇ ବୟକଟ୍ କରିଥିଲା ବିଜେଡି। ସେହିପରି କଂଗ୍ରେସ ମଧ୍ୟ ଏହି ପ୍ରଶିକ୍ଷଣ ଶିବିରରେ ଯୋଗ ଦେଇନଥିଲା।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
