ଆଜିଠୁ ବିଧାୟକଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

ପ୍ରଶିକ୍ଷଣ  କାର୍ଯ୍ୟକ୍ରମକୁ ଆସିବାକୁ ବିଜେଡିର ଦୁଇଜଣ ବରିଷ୍ଠ ନେତା ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଓ ପ୍ରଫୁଲ୍ଲ ଘଡେଇଙ୍କୁ ମଧ୍ୟ ନିମନ୍ତ୍ରଣ କରାଯାଇଛି।

Assemble PhotoOR

ଓଡ଼ିଶା ବିଧାନସଭା

Tapaswini Nayak
  • Published: Saturday, 17 August 2024
  • Updated: 17 August 2024, 07:53 AM IST

Sports

Latest News

ଆଜି ଓ ଆସନ୍ତାକାଲି ଦୁଇ ଦିନ ଧରି ବିଧାନସଭା ପରିସରରେ ହେବ ବିଧାୟକଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ। ଓଡ଼ିଶାର ୩ ଜଣ କେନ୍ଦ୍ରମନ୍ତ୍ରୀଙ୍କ ସହ ରାଜ୍ୟସଭା ଉପାଧ୍ୟକ୍ଷ ହରିବଂଶ ପ୍ରସାଦ ମଧ୍ୟ ସାମିଲ ହୋଇ ଅଭିଜ୍ଞତା ବାଣ୍ଟିବେ। କାର୍ଯ୍ୟକ୍ରମକୁ ଆସିବାକୁ ବିଜେଡିର ଦୁଇଜଣ ବରିଷ୍ଠ ନେତା ରଣେନ୍ଦ୍ର ପ୍ରତାପ ସ୍ୱାଇଁ ଓ ପ୍ରଫୁଲ୍ଲ ଘଡେଇଙ୍କୁ ମଧ୍ୟ ନିମନ୍ତ୍ରଣ କରାଯାଇଛି।

ତେବେ ଗୃହର ଗରିମା ନଷ୍ଟ ହେଉଥିବା ଦର୍ଶାଇ ଏଥିରେ ବିଜେଡି ସଦସ୍ୟ ଭାଗ ନେବେ ନାହିଁ ବୋଲି ବିରୋଧୀଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ପୂର୍ବରୁ ବାଚସ୍ପତିଙ୍କୁ ଚିଠି ଲେଖି ଜଣାଇଛନ୍ତି। କଂଗ୍ରେସ ମଧ୍ୟ ଓରିଏଣ୍ଟେସନ କାର୍ଯ୍ୟକ୍ରମକୁ ନ ଆସିବାକୁ ଘୋଷଣା କରି ସାରିଛି।

Also Read

ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ କହିଛନ୍ତି, ଏଥର ୮୭ ଜଣ ନୂଆ ବିଧାୟକ ନିର୍ବାଚିତ ହୋଇଛନ୍ତି। ପରମ୍ପରା ଅନୁସାରେ ନୂଆ ବିଧାୟକଙ୍କ ପାଇଁ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ହୁଏ। ସେହି କ୍ରମରେ ଏହା ଆୟୋଜନ କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story