Advertisment

ଛତିଶଗଡ଼ର ନୂଆ ମୁଖ୍ୟମନ୍ତ୍ରୀ ହେବେ ବିଷ୍ଣୁଦେଓ ସାଏ

ବିଷ୍ଣୁଦେଓ ସାଏ ହେବେ ଛତିଶଗଡ଼ର ନୂଆ ମୁଖ୍ୟମନ୍ତ୍ରୀ। ଆଜି ରାୟପୁରରେ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଉପସ୍ଥିତିରେ ଅନୁଷ୍ଠିତ ବିଜେପି ବିଧାୟକ ଦଳ ବୈଠକରେ ତାଙ୍କ ନାଁରେ ଉପରେ ବାଜିଛି ମୋହର।

author-image
Manoj Swain

ବିଷ୍ଣୁଦେଓ ସାଏ ହେବେ ଛତିଶଗଡ଼ର ନୂଆ ମୁଖ୍ୟମନ୍ତ୍ରୀ। ଆଜି ରାୟପୁରରେ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଉପସ୍ଥିତିରେ ଅନୁଷ୍ଠିତ ବିଜେପି ବିଧାୟକ ଦଳ ବୈଠକରେ ତାଙ୍କ ନାଁରେ ଉପରେ ବାଜିଛି ମୋହର। ତାଙ୍କୁ ବିଜେପି ବିଧାୟକ ଦଳ ନେତା ନିର୍ବାଚିତ କରାଯାଇଛି। ୫୯ ବର୍ଷୀୟ ବିଷ୍ଣୁଦେଓ ସାଏ ଜଣେ ଆଦିବାସୀ ନେତା। ଏଥର ସେ କୁଙ୍କୁରୀ ସଂରକ୍ଷିତ ଆସନରୁ ବିଜୟୀ ହୋଇଛନ୍ତି।  

Advertisment
Chhattisgarh Bjp Vishnu Deo Sai