ସରପଞ୍ଚରୁ ଛତିଶଗଡ଼ ମୁଖ୍ୟମନ୍ତ୍ରୀ | Odisha Reporter
Advertisment
ବିଷ୍ଣୁଦେଓ ସାଏ ହେବେ ଛତିଶଗଡ଼ର ନୂଆ ମୁଖ୍ୟମନ୍ତ୍ରୀ। ଆଜି ରାୟପୁରରେ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଉପସ୍ଥିତିରେ ଅନୁଷ୍ଠିତ ବିଜେପି ବିଧାୟକ ଦଳ ବୈଠକରେ ତାଙ୍କ ନାଁରେ ଉପରେ ବାଜିଛି ମୋହର। ତାଙ୍କୁ ବିଜେପି ବିଧାୟକ ଦଳ ନେତା ନିର୍ବାଚିତ କରାଯାଇଛି। ୫୯ ବର୍ଷୀୟ ବିଷ୍ଣୁଦେଓ ସାଏ ଜଣେ ଆଦିବାସୀ ନେତା। ଏଥର ସେ କୁଙ୍କୁରୀ ସଂରକ୍ଷିତ ଆସନରୁ ବିଜୟୀ ହୋଇଛନ୍ତି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us