Advertisment

ଅମିତ ଶାହଙ୍କ ବିଶାଳ ରୋଡ୍‌ ଶୋ’

ଏହି ରୋଡ୍‌ ଶୋ’ରେ କଟକ ଲୋକସଭା ପ୍ରାର୍ଥୀ ଭର୍ତ୍ତୃହରି ମହତାବ, ବାରବାଟୀ-କଟକ ବିଧାୟକ ପ୍ରାର୍ଥୀ ପୂର୍ଣ୍ଣଚନ୍ଦ୍ର ମହାପାତ୍ର ଓ ହଜାର ହଜାର ବିଜେପି କର୍ମକର୍ତ୍ତା ଓ ସାଧାରଣ ଜନତା ସାମିଲ୍‌ ହୋଇଥିଲେ।

author-image
Manoj Swain

କଟକରେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ବିଶାଳ ରୋଡ ଶୋ’। ଏହି ରୋଡ୍‌ ଶୋ’ରେ କଟକ ଲୋକସଭା ପ୍ରାର୍ଥୀ ଭର୍ତ୍ତୃହରି ମହତାବ, ବାରବାଟୀ-କଟକ ବିଧାୟକ ପ୍ରାର୍ଥୀ ପୂର୍ଣ୍ଣଚନ୍ଦ୍ର ମହାପାତ୍ର ଓ ହଜାର ହଜାର ବିଜେପି କର୍ମକର୍ତ୍ତା ଓ ସାଧାରଣ ଜନତା ସାମିଲ୍‌ ହୋଇଥିଲେ।

Advertisment
Odisha Bjp Cuttack Amit Shah