Advertisment

ଓଡ଼ିଶାକୁ ବାବୁମାନେ ଶାସନ କରୁଛନ୍ତି: ଅମିତ ଶାହ

ସମ୍ବଲପୁର ସଭାରେ ପୁଣି ବିଜେଡି ଉପରେ ବର୍ଷିଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ।

ଅଦ୍ୟତନ ହୋଇଛି
Advertisment

ସମ୍ବଲପୁର ସଭାରେ ପୁଣି ବିଜେଡି ଉପରେ ବର୍ଷିଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। କହିଲେ, ଓଡ଼ିଶାବାସୀ ନବୀନ ବାବୁଙ୍କୁ ବହୁତ ସହିଲେଣି। ନବୀନ ବାବୁ କିଛି କରୁନାହାନ୍ତି। ତାଙ୍କ ବାବୁମାନେ ଶାସନ କରୁଛନ୍ତି। ବିଜେପି ଆସିଲେ ଓଡ଼ିଶାର ସନ୍ତାନ ଶାସନ କରିବେ, ବାବୁ ନୁହେଁ।

Advertisment
Bjp Sambalpur Odisha Amit Shah
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe