Advertisment

ଚିଟ୍‌ଫଣ୍ଡ ଦୋଷୀଙ୍କୁ ଜେଲ୍‌ରେ ପୂରାଇ ଲୋକଙ୍କୁ ପଇସା ଫେରାଇବୁ: ଅମିତ ଶାହ

ଆଜି ସମ୍ବଲପୁରରେ ଆୟୋଜିତ ନିର୍ବାଚନୀ ସଭାରେ ରାଜ୍ୟ ସରକାରଙ୍କ ଉପରେ ବର୍ଷିଥିଲେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ।

author-image
Manoj Swain

ଆଜି ସମ୍ବଲପୁରରେ ଆୟୋଜିତ ନିର୍ବାଚନୀ ସଭାରେ ରାଜ୍ୟ ସରକାରଙ୍କ ଉପରେ ବର୍ଷିଥିଲେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ । କହିଥିଲେ, ୧୮ ମାସରେ ଚିଟ୍‌ଫଣ୍ଡର ସବୁ ଦୋଷୀଙ୍କୁ ଜେଲ୍‌ରେ ପୂରାଇବୁ। ଚିଟ୍‌ଫଣ୍ଡ ଦୋଷୀଙ୍କୁ ଜେଲ୍‌ରେ ପୂରାଇ ଲୋକଙ୍କୁ ପଇସା ଫେରାଇବୁ।

Advertisment
Odisha Bjp Amit Shah