ଅମର୍ଦ୍ଦା ଏୟାରଷ୍ଟ୍ରିପ୍କୁ ନେଇ ପୁଣି ବର୍ଷିଲେ କେନ୍ଦ୍ର ମନ୍ତ୍ରୀ ବିଶ୍ୱେଶ୍ୱର ଟୁଡୁ। କହିଲେ, ଏହି ଏୟାର ଷ୍ଟ୍ରିପ୍ ହୋଇପାରିଲେ ଅଞ୍ଚଳର ବିକାଶ ହୋଇପାରିବ, କେନ୍ଦ୍ର ତାଗିଦ କରିବାରୁ ରାଜ୍ୟ ସରକାର ମଞ୍ଜୁର ୨୬ କୋଟି ଦେଲେ, ଜମି ହସ୍ତାନ୍ତର ପାଇଁ ସବୁ ପ୍ରସ୍ତୁତି ସରିଥିଲା ବେଳେ ଜିଲ୍ଲାପାଳ ଗଲେନି, କହିଲେ ରାଜ୍ୟ ସରକାର ମୋତେ ମନା କରିଛନ୍ତି, ରାଜ୍ୟ ସରକାର ମୟୂରଭଞ୍ଜ ପାଇଁ ଅବହେଳା କରୁଛନ୍ତି, ୨୩ ବର୍ଷ ହେଲା ମୟୂରଭଞ୍ଜବାସୀଙ୍କୁ ଭଣ୍ଡେଇ ଚାଲିଛନ୍ତି, ଜିଲ୍ଲାରେ ଅନେକ ପର୍ଯ୍ୟଟନସ୍ଥଳୀ ଅଛି, କିନ୍ତୁ ବିକାଶ କରାଯାଉ ନାହିଁ, କେନ୍ଦ୍ରର ବିକାଶମୂଳକ କାର୍ଯ୍ୟରେ ରାଜ୍ୟ ସରକାର ଭୟଭୀତ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ମହାରାଷ୍ଟ୍ରରେ ସୁଶାସନର ବିଜୟ ହୋଇଛି କହିଲେ ମୋଦି, କଂଗ୍ରେସକୁ କଲେ ଟାର୍ଗେଟ
ମହାରାଷ୍ଟ୍ରରେ ସୁଶାସନ ଓ ସାମାଜିକ ନ୍ୟାୟର ବିଜୟ ହୋଇଛି କହିଲେ ମୋଦି। ମିଛ, ବିଭାଜନକାରୀ ଶକ୍ତି ଓ ପରିବାରବାଦର ହାର୍ ହୋଇଛି କହି ବିରୋଧୀଙ୍କୁ କଲେ ସମାଲୋଚନା।
Politics
ଶୁକ୍ରବାର 'ଲଲ'ଙ୍କ ବିରୋଧରେ FIR ଦେଇଥିଲେ; ଆଜି ଖାଲି ଥରୁଛନ୍ତି
ଶୁକ୍ରବାର ବବିଙ୍କ ଭାଇ ଲଲଙ୍କ ବିରୋଧରେ ଏଫ୍ଆଇଆର୍ ଦେଇଥିବା ପରିବା ବ୍ୟବସାୟୀଙ୍କ ୟୁ-ଟର୍ଣ୍ଣ। ବବିଙ୍କୁ ଭେଟିବା ପରେ ବଦଳାଇଲେ ମତ। କହିଲେ କାଲି ସବୁ ମିଛ କହିଥିଲି।
Politics
ଜେଏମଏମର ରାମଦାସଙ୍କ ଠାରୁ ହାରିଲେ ଚମ୍ପାଇ ସୋରେନଙ୍କ ପୁଅ
ବିଜେପି ତାଙ୍କୁ ପ୍ରଥମଥର ପାଇଁ ଘାଟଶିଳା ଆସନରୁ ପ୍ରାର୍ଥୀ କରିଥିଲା। ହେଲେ ତାଙ୍କୁ ଜେଏମଏମର ରାମଦାସ ସୋରେନଙ୍କ ଠାରୁ ହାରିବାକୁ ପଡ଼ିଛି।
Politics
ସୋରେନ ପରିବାରର ୩ ଜଣ ଜିତିଲେ, କିନ୍ତୁ ବିଜେପିରୁ ଲଢ଼ୁଥିବା ବଡ଼ ଭାଉଜ ହାରିଲେ
ଜେଏମଏମରୁ ବାହାରି ବିଜେପି ଟିକେଟରେ ଲଢ଼ୁଥିବା ହେମନ୍ତଙ୍କ ବଡ଼ ଭାଉଜ ଗୀତା ସୋରେନ ପରିବାରର ଏକମାତ୍ର ସଦସ୍ୟ ଭାବେ ପରାସ୍ତ ହୋଇଛନ୍ତି।