Advertisment

ସମ୍ବଲପୁରରୁ ଲଢ଼ିବେ ଧର୍ମେନ୍ଦ୍ର ପ୍ରଧାନ

ଲୋକସଭା ନିର୍ବାଚନ ପ୍ରାର୍ଥୀ ଘୋଷଣା ହେବା ପରେ ଆଜି ସକାଳେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

Advertisment

ଆସିଲା ଓଡ଼ିଶା ପାଇଁ ବିଜେପିର ଲୋକସଭା ପ୍ରାର୍ଥୀ ତାଲିକା । ସମ୍ବଲପୁରରୁ ଲଢ଼ିବେ ଧର୍ମେନ୍ଦ୍ର ପ୍ରଧାନ । ଲୋକସଭା ନିର୍ବାଚନ ପ୍ରାର୍ଥୀ ଘୋଷଣା ହେବା ପରେ ଆଜି ସକାଳେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ସେହିଭଳି ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର ମଧ୍ୟ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ଦୁଇ ନେତା ସକାଳୁ ସକାଳୁ ଶ୍ରୀମନ୍ଦିର ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିଛନ୍ତି। ଶ୍ରୀଜିଉଙ୍କ ଦର୍ଶନ କରିବା ପରେ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି, ମୋର ପରମ ସୌଭାଗ୍ୟ, ଆଜି ଦୋଳ ପୂର୍ଣ୍ଣିମାରେ ମହାପ୍ରଭୁଙ୍କ ଦର୍ଶନ ପାଇଲି। 

Advertisment
Bjp Dharmendra Pradhan Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe