ଆଜି କେନ୍ଦ୍ରାପଡ଼ା ଆଳିରେ ଜନସଭାକୁ ସମ୍ବୋଧନ କରି କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ ସିଧାସଳଖ ତାମିଲ ବାବୁଙ୍କୁ ନିଶାନା କରିଛନ୍ତି। ସେ, କହିଛନ୍ତି, ରତ୍ନଭଣ୍ଡାର ଚାବି କାହିଁକି ହଜିଲା ସମସ୍ତେ ପ୍ରଶ୍ନ କରୁଛନ୍ତି। ଚାବି ରିପୋର୍ଟ କାହିଁକି ଚାପି ବସିଛନ୍ତି ତାମିଲ ଠିକାଦାର ବୋଲି ପ୍ରଶ୍ନ ପଚାରି ବର୍ଷିଛନ୍ତି ମନ୍ତ୍ରୀ ଇରାନୀ। ଏଥିସହ ସେ କହିଛନ୍ତି, ଆମ ସରକାର ଆସିଲେ ରିପୋର୍ଟ ସାର୍ବଜନୀନ ହେବ। ଅଧର୍ମୀଙ୍କୁ ଧୂଳି ଚଟାଯିବ ବୋଲି ବି ସେ ଚେତାବନୀ ଦେଇଛନ୍ତି। ଏଥିସହ ସେ କହିଛନ୍ତି, ଓଡ଼ିଶା ଲୋକ ଚାହାନ୍ତି, ମୋଦିଙ୍କ ଗ୍ୟାରେଣ୍ଟି। ବିଜେପି ଆସିଲେ ସୁଭଦ୍ରା ଯୋଜନାରେ ୫୦ ହଜାର ମିଳିବ ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ନ୍ୟୁଜିଲ୍ୟାଣ୍ଡ ସଂସଦରେ ହଙ୍ଗାମା; ବିଲ୍ ଚିରି ଫିଙ୍ଗିଦେଇ ନାଚିଲେ ସାଂସଦ
ପୁଣି ଥରେ ସଂସଦରେ ଦେଶର ସର୍ବ କନିଷ୍ଠ ସାଂସଦ ହାନା-ରାୱହିତି ଗୃହରେ ପାରମ୍ପରିକ ନୃତ୍ୟ ପ୍ରଦର୍ଶନ କରିଛନ୍ତି।
National
ଦିଲ୍ଲୀ ମେୟର ନିର୍ବାଚନରେ ବିଜେପିକୁ ଝଟକା, ବାଜି ମାରିନେଲା ଆପ୍
ଦିଲ୍ଲୀ ମେୟର ନିର୍ବାଚନରେ ଆପ୍ ପ୍ରାର୍ଥୀ ମହେଶ କୁମାର ଖିଞ୍ଚି ବିଜୟୀ। ୧୦ ଆପ୍ କାଉନସିଲରଙ୍କ କ୍ରସ୍ ଭୋଟିଂ ସତ୍ତ୍ୱେ ବିଜେପିକୁ ଝଟକା।
Politics
‘ଆମକୁ ପ୍ରବଳ ମାନସିକ ନିର୍ଯାତନା ଦିଆଯାଇଥିଲା’
‘କଣ୍ଟାବାଞ୍ଝିରେ ଆମ ଉପରେ ଥିଲେ ଭୂପିନ୍ଦର ସିଂହ ଓ ନିରଞ୍ଜନ ପୂଜାରୀ। ତେଣୁ ଆମକୁ କାହିଁକି ଏକା ଦୋଷ ଦିଆଯାଉଛି।’
Politics
ବାଂଲାଦେଶ ଆଟର୍ଣ୍ଣି ଜେନେରାଲଙ୍କ ଆହ୍ୱାନ, ସମ୍ବିଧାନରୁ ହଟାଯାଉ 'ଧର୍ମନିରପେକ୍ଷ' ଶବ୍ଦ
ଦେଶର ଜନସଂଖ୍ୟାର ୯୦% ମୁସଲମାନ ରହୁଥିବାରୁ ସମ୍ବିଧାନରୁ 'ଧର୍ମନିରପେକ୍ଷ' ଶବ୍ଦ ହଟାଇବାକୁ ସେ ଦାବି କରିଛନ୍ତି।