ମହାପ୍ରଭୁ ଜଗନ୍ନାଥଙ୍କ ରତ୍ନଭଣ୍ଡାର ଚାବି ହଜାଇ ଦେଲେଣି। ଜମି ଓ ଖଣି ଲୁଟ ପରେ ମାଫିଆମାନେ ପ୍ରଭୁ ଜଗନ୍ନାଥଙ୍କ ସମ୍ପତି ଉପରେ ଆଖି ପକାଇଲେଣି। ପ୍ରଭୁ ଜଗନ୍ନାଥ ଓଡ଼ିଶାରେ ଲ୍ୟାଣ୍ଡ, ସ୍ୟାଣ୍ଡ, ମାଇନିଂ ଓ ଗୋ ମାଫିଆଙ୍କୁ ସାବାଡ଼ ପାଇଁ ଶକ୍ତି ଦିଅନ୍ତୁ। ଗତକାଲି ଚିଲିକାର ବାଣପୁର ସଭାରେ ନବୀନ ସରକାରକୁ ଏପରି ଶାଣିତ ଢଙ୍ଗରେ ଆକ୍ରମଣ କରିଥିଲେ ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ। ଦେଖନ୍ତୁ ପୂରା ରିପୋର୍ଟ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଦାବି ଜଣାଇଲେ ସାଂସଦ ଅପରାଜିତା ଷଡଙ୍ଗୀ
ଜଟଣୀ ବିଞ୍ଝାଗିରୀରେ ୨୦ ଏକରରେ ସେଣ୍ଟ୍ରାଲ ରିସର୍ଚ୍ଚ ଇନଷ୍ଟିଚ୍ୟୁଟ୍ ଅଫ୍ ୟୋଗା ଆଣ୍ଡ ନ୍ୟାଚୁରୋପାଥି ପ୍ରତିଷ୍ଠା ପ୍ରସଙ୍ଗରେ ଆଲୋଚନା କରିଛନ୍ତି ଅପରାଜିତା। ଏହି ପ୍ରତିଷ୍ଠାନ ପାଇଁ କେନ୍ଦ୍ର ଆୟୁଷ ବିଭାଗ ପକ୍ଷରୁ ପୂର୍ବରୁ ଅନୁଦାନ ସହ ଅନୁମୋଦନ ମଧ୍ୟ ମିଳିସାରିଛି।
Politics
ଜଗତସିଂହପୁର ଓ ଢେଙ୍କାନାଳରେ ତୀବ୍ର ହେଉଛି BJD ଗୋଷ୍ଠୀ କନ୍ଦଳ
ତୀବ୍ର ହେଉଛି ଜଗତସିଂହପୁର ବିଜେଡି କନ୍ଦଳ। ଗୋଟିଏ ଗୋଷ୍ଠୀର କର୍ମୀ ସମ୍ମିଳନୀର କାଉଣ୍ଟରରେ ଅପର ଗୋଷ୍ଠୀ ପ୍ରେସମିଟ୍ କରିଛନ୍ତି। ପୂର୍ବତନ ବିଧାୟକ ସମ୍ବିତ ରାଉତରାୟଙ୍କ ବିରୋଧରେ ମେଳି ବାନ୍ଧି ପ୍ରବଳ ବିରୋଧ ଜାରି ରଖିଛନ୍ତି ନଗର ବିଜେଡି ସଭାପତି ବସନ୍ତ ବିଶ୍ୱାଳ।
Politics
ଝାରସୁଗୁଡ଼ା ଓ ସୁନ୍ଦରଗଡ଼ରେ ବିଜେପି ସଦସ୍ୟତା ସଂଗ୍ରହ ଅଭିଯାନରେ ସାମିଲ ହେଲେ ବୈଜୟନ୍ତ
ଝାରସୁଗୁଡ଼ା କାର୍ଯ୍ୟକ୍ରମ ପରେ ଶ୍ରୀ ପଣ୍ଡା ସୁନ୍ଦରଗଡ଼ ଗସ୍ତରେ ଯାଇଥିଲେ। ଶ୍ରୀ ପଣ୍ଡାଙ୍କ ହେଲିକପ୍ଟର ସୁନ୍ଦରଗଡ଼ ରିଜର୍ଭ ପୁଲିସ୍ ପଡ଼ିଆରେ ଅବତରଣ କରିଥିଲା। ସେଠାରେ ଜିଲ୍ଲା ବିଜେପି ସଭାପତି କୁସୁମ ଟେଟେ ଓ ତାଙ୍କ ସମର୍ଥକ ତାଙ୍କୁ ଭବ୍ୟ ସ୍ୱାଗତ କରିଥିଲେ।
Politics
୪୨ ବର୍ଷ ମଧ୍ୟରେ ପ୍ରଥମ ପ୍ରଧାନମନ୍ତ୍ରୀ ଭାବେ ଡୋଡାରେ ମୋଦି: ଏନସି, ପିଡିପି ଓ କଂଗ୍ରେସକୁ ଧୋଇଲେ
ସେ ୪୨ ବର୍ଷ ମଧ୍ୟରେ ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ଭାବେ ଜମ୍ମୁ-କଶ୍ମୀରର ଡୋଡାରେ କୌଣସି ରାଲି କରି ଇତିହାସ ରଚିଛନ୍ତି।
Politics
ଖଣି ଲୁଟ୍ ପାଇଁ ସାହାଣମେଲା କରିଦେଇଥିଲେ ବିଜେଡି ସରକାର, ଧରିଲେ ସିଏଜି ୨୨୩୯୨କୋଟି ଟଙ୍କାର ରାଜସ୍ୱ କ୍ଷତି
ଖଣିଜ ପଦାର୍ଥର ଉତ୍ତୋଳନ ପାଇଁ ଖଣି ଲିଜ, ପରମିଟ, ଲାଇସେନ୍ସ ମିଆଦ ବୃଦ୍ଧି ଓ ଅନୁମୋଦନ, ଲିଜଧାରୀଙ୍କ ଦ୍ୱାରା ଖଣିଜ ପଦାର୍ଥର ପ୍ରେରଣ ଓ ବିକ୍ରି ରିପୋର୍ଟ, ନିୟମ ଓ ଅନ୍ୟାନ୍ୟ ବ୍ୟବସ୍ଥା ଅନୁସାରେ ଖଣି ଗତିବିଧିର ନିୟନ୍ତ୍ରଣ, ଖଣି ରାଜସ୍ୱର ଆକଳନ ଓ ଆଦାୟ ଏବଂ ଆଭ୍ୟନ୍ତରୀଣ ନିୟନ୍ତ୍ରଣ ଆଦିର ସମୀକ୍ଷାବେଳେ ୨୦୧୫ରୁ ୨୦୨୨ ମସିହା ମଧ୍ୟରେ ୨୨,୩୯୨.୫୧କୋଟି ଟଙ୍କାର ରାଜସ୍ୱ କ୍ଷତି ହୋଇଛି ।