Advertisment

ଉତ୍ତର ପ୍ରଦେଶର ବୁଲ୍‌ ଡୋଜର ପରି ଓଡ଼ିଶାର ମାଫିଆଙ୍କୁ ସାବାଡ଼ କରାଯିବ: ଯୋଗୀ ଆଦିତ୍ୟନାଥ

ମୁଖ୍ୟମନ୍ତ୍ରୀ ଯୋଗୀ କହିଛନ୍ତି, ଉତ୍ତର ପ୍ରଦେଶର ବୁଲ୍‌ ଡୋଜର ପରି ଓଡ଼ିଶାରେ ବି ଲ୍ୟାଣ୍ଡ, ସ୍ୟାଣ୍ଡ, ମାଇନିଂ ଓ ଗୋ ମାଫିଆଙ୍କୁ ସାବାଡ଼ କରାଯିବ।

Advertisment

ମହାପ୍ରଭୁ ଜଗନ୍ନାଥଙ୍କ ରତ୍ନଭଣ୍ଡାର ଚାବି ହଜାଇ ଦେଲେଣି। ଜମି ଓ ଖଣି ଲୁଟ ପରେ ମାଫିଆମାନେ ପ୍ରଭୁ ଜଗନ୍ନାଥଙ୍କ ସମ୍ପତି ଉପରେ ଆଖି ପକାଇଲେଣି। ପ୍ରଭୁ ଜଗନ୍ନାଥ ଓଡ଼ିଶାରେ ଲ୍ୟାଣ୍ଡ, ସ୍ୟାଣ୍ଡ, ମାଇନିଂ ଓ ଗୋ ମାଫିଆଙ୍କୁ ସାବାଡ଼ ପାଇଁ ଶକ୍ତି ଦିଅନ୍ତୁ। ଗତକାଲି ଚିଲିକାର ବାଣପୁର ସଭାରେ ନବୀନ ସରକାରକୁ ଏପରି ଶାଣିତ ଢଙ୍ଗରେ ଆକ୍ରମଣ କରିଥିଲେ ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ। ଦେଖନ୍ତୁ ପୂରା ରିପୋର୍ଟ। 

Advertisment
Bjp CM Yogi Adityanath Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe