Advertisment

ଆଜି ଓଡ଼ିଶା ଆସିବେ ଭେଙ୍କୟା ନାଇଡୁ ଓ ଆସାମ ମୁଖ୍ୟମନ୍ତ୍ରୀ

ଭେଙ୍କୟା ନାଇଡ଼ୁ ଦୁଇ ଦିନିଆ ଗସ୍ତରେ ଆସି ଆଜି ଦିନ ୧୦ଟା ୧୫ରେ ଭୁବନେଶ୍ୱର ରେଳ ଷ୍ଟେସନରେ ପହଞ୍ଚିବେ। ସେଠାରୁ ରାଜଭବନ ଯାଇ ସେ ଏକ କାର୍ଯ୍ୟକ୍ରମରେ ଯୋଗ ଦେବେ।

ଭେଙ୍କୟା ନାଇଡୁ ଓ ଆସାମ  ମୁଖ୍ୟମନ୍ତ୍ରୀ

ଭେଙ୍କୟା ନାଇଡୁ ଓ ଆସାମ ମୁଖ୍ୟମନ୍ତ୍ରୀ

Advertisment

ଆଜି ଓଡ଼ିଶା ଆସିବେ ପୂର୍ବତନ ଉପ ରାଷ୍ଟ୍ରପତି ଭେଙ୍କୟା ନାଇଡୁ ଓ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା। ଏହି ଗ୍ରସ୍ତ ଅବସରରେ ଉଭୟ ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି।

Advertisment

ଭେଙ୍କୟା ନାଇଡ଼ୁ ଦୁଇ ଦିନିଆ ଗସ୍ତରେ ଆସି ଆଜି ଦିନ ୧୦ଟା ୧୫ରେ ଭୁବନେଶ୍ୱର ରେଳ ଷ୍ଟେସନରେ ପହଞ୍ଚିବେ। ସେଠାରୁ ରାଜଭବନ ଯାଇ ସେ ଏକ କାର୍ଯ୍ୟକ୍ରମରେ ଯୋଗ ଦେବେ।

ସେହିପରି ହିମନ୍ତ ବିଶ୍ୱଶର୍ମା ଦିନିକିଆ ଗସ୍ତରେ ଆସି ଆଜି ସକାଳ ସାଢେ ୧୦ଟା ବେଳେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବେ। ସେଠାରୁ ସେ
ସିଧାସଳଖ ରଜଭବନ ଯାଇ ରାଜ୍ୟପାଳଙ୍କ ସହ ସୌଜନ୍ୟମୂଳକ ସାକ୍ଷତ କରିବେ। ପାଖାପାଖି ଘଣ୍ଟାଏ ଧରି ରାଜଭବନରେ ରହିବେ ହିମନ୍ତ ବିଶ୍ୱଶର୍ମା। ପରେ ରାଜଭବନରୁ ବାହାରି ଭୁବନେଶ୍ୱର ବିମାନ ବନ୍ଦର ଯିବେ। ସେଠାରୁ ସେ ଝାଡଖଣ୍ଡ ଅଭିମୁଖେ ଯାତ୍ରା କରିବାର କାର୍ଯ୍ୟକ୍ରମ ରହିଛି।

Advertisment
Bjp Himanta Biswa Sarma
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe