Damodar Rout Critical : Sambit Rout First Reaction After Father Health Condition | Odisha Reporter
Advertisment
ବରିଷ୍ଠ ବିଜେଡି ନେତା ଦାମୋଦର ରାଉତ ଗୁରୁତର। ତେବେ କ୍ୟାପିଟାଲ ହସ୍ପିଟାଲ ପାଇଁ ବାପାଙ୍କ ଏଭଳି ଅବସ୍ଥା ହେଲା କହିଲେ ପୁଅ ସମ୍ବିତ ରାଉତରାୟ। ସେ କହିଛନ୍ତି, ବାରମ୍ବାର କହିବା ସତ୍ତ୍ବେ କ୍ୟାପିଟାଲ ହସ୍ପିଟାଲରେ ସିପିଆର୍ ଦେଲେନି। ବାଧ୍ୟହୋଇ ସେଠାରୁ ଆମେ ବାପାଙ୍କୁ ଘରୋଇ ହସ୍ପିଟାଲକୁ ନେଲୁ। ତେବେ ସେ ଅଧିକ କଣ କହିଛନ୍ତି ଶୁଣନ୍ତୁ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us