Advertisment

'ଜେଜେ ବାପା ମୋର ଆଦର୍ଶ'

ଦାମଙ୍କ ଦେହାନ୍ତରେ ଭାଙ୍ଗି ପଡ଼ିଛନ୍ତି ପୂରା ପରିବାର।

Advertisment

ଆରପାରିରେ ବରିଷ୍ଠ ବିଜେଡି ନେତା ଦାମୋଦର ରାଉତ। ଦାମଙ୍କ ଦେହାନ୍ତରେ ଭାଙ୍ଗି ପଡ଼ିଛନ୍ତି ପୂରା ପରିବାର। ଦାମ ରାଉତଙ୍କ ଦେହାନ୍ତ ପରେ ପ୍ରତିକ୍ରିୟା ରଖିଛନ୍ତି ତାଙ୍କ ନାତୁଣୀ। କହିଲେ, ମୁଁ ଜେଜେ ବାପାଙ୍କଠୁ ପ୍ରେରଣା ପାଇଛି। ଜେଜେ ବାପା ମୋର ଆଦର୍ଶ। ତେବେ ସେ ଅଧିକ କଣ କହିଛନ୍ତି ଶୁଣନ୍ତୁ। 

Advertisment
Damodara Rout Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe