ପୁଣି ଜିଲ୍ଲା ଗସ୍ତରେ ଯିବେ ସବୁ ସଚିବ

ବିଜେଡି ସରକାରରେ ସର୍ବେସର୍ବା ଭିକେ ପାଣ୍ଡିଆନଙ୍କ ଜିଲ୍ଲା ଗସ୍ତ ଯୋଗୁ ବିଭାଗୀୟ ସଚିବମାନଙ୍କ ଜିଲ୍ଲା ଗସ୍ତ ଉପରେ ଅଘୋଷିତ କଟକଣା ଲାଗିଥିଲା ।

Manoj Swain
  • Published: Monday, 26 August 2024
  • Updated: 26 August 2024, 09:00 PM IST

Sports

Latest News

ରାଜ୍ୟରେ ବିଜେପି ସରକାର କ୍ଷମତାକୁ ଆସିବା ପରେ ବିଭାଗୀୟ ସଚିବମାନଙ୍କୁ ଜିଲ୍ଲା ଗସ୍ତରେ ଯିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ବିଜେଡି ସରକାରରେ ସର୍ବେସର୍ବା ଭିକେ ପାଣ୍ଡିଆନଙ୍କ ଜିଲ୍ଲା ଗସ୍ତ ଯୋଗୁ ବିଭାଗୀୟ ସଚିବମାନଙ୍କ ଜିଲ୍ଲା ଗସ୍ତ ଉପରେ ଅଘୋଷିତ କଟକଣା ଲାଗିଥିଲା । ଦେଖନ୍ତୁ ପୂରା ରିପୋର୍ଟ। 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos