ରାଜ୍ୟରେ ବିଜେପି ସରକାର କ୍ଷମତାକୁ ଆସିବା ପରେ ବିଭାଗୀୟ ସଚିବମାନଙ୍କୁ ଜିଲ୍ଲା ଗସ୍ତରେ ଯିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି । ବିଜେଡି ସରକାରରେ ସର୍ବେସର୍ବା ଭିକେ ପାଣ୍ଡିଆନଙ୍କ ଜିଲ୍ଲା ଗସ୍ତ ଯୋଗୁ ବିଭାଗୀୟ ସଚିବମାନଙ୍କ ଜିଲ୍ଲା ଗସ୍ତ ଉପରେ ଅଘୋଷିତ କଟକଣା ଲାଗିଥିଲା । ଦେଖନ୍ତୁ ପୂରା ରିପୋର୍ଟ।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
କଂଗ୍ରେସକୁ ତାୱଡେଙ୍କ ନୋଟିସ୍; କ୍ଷମା ମାଗ, ନଚେତ୍...
ମଲ୍ଲିକାର୍ଜୁନ ଖଡଗେ, ରାହୁଲ ଗାନ୍ଧି ଏବଂ ସୁପ୍ରିୟା ଶ୍ରୀନେଟଙ୍କ ବିରୁଦ୍ଧରେ ଶହେ କୋଟି ଟଙ୍କାର ମାନହାନୀ ମାମଲା ରୁଜୁ କରିବାକୁ ଚେତାବନୀ ଦେଇଛନ୍ତି ବିଜେପି ନେତା ବିନୋଦ ତାୱଡେ।
Politics
ନିର୍ବାଚନ ପୂର୍ବରୁ ଆପ୍ର ‘ରାବିଡି ପେ ଚର୍ଚ୍ଚା’, ଦେଲା ୭ ପ୍ରତିଶ୍ରୁତି
କେଜ୍ରିୱାଲଙ୍କ କହିବା କଥା ଯେ ଦଳର ଜିଲ୍ଲା ଓ ବୁଥ ସ୍ତରୀୟ କର୍ମକର୍ତ୍ତାମାନେ ୬୫ ହଜାର ମିଟିଂ ଜରିଆରେ ଭୋଟରଙ୍କ ପାଖରେ ପହଞ୍ଚିବେ।
National
ଆମେରିକା ଏଜେନ୍ସିର ଅଭିଯୋଗ, ୨୦୨୧ରେ ଜଗନ ରେଡ୍ଡୀଙ୍କୁ ଲାଞ୍ଚ ପ୍ରତିଶ୍ରୁତି ଦେଇଥିଲେ ଆଦାନୀ
ଆମେରିକାର ସିକ୍ୟୁରିଟି ଆଣ୍ଡ ଏକ୍ସଚେଞ୍ଜ କମିଶନ (SEC) ଏହି ଅଭିଯୋଗ ଆଣିଛି।
Politics
‘ମୋତେ ମାରିଦେଇଥା’ନ୍ତେ’
‘ପିଏସ୍ଓଠାରୁ ପିସ୍ତଲ ଛଡ଼ାଇ ମୋତେ ଫାୟାରିଂ କରିଥାନ୍ତେ। କୌଣସି ପ୍ରକାରେ ପିଏସ୍ଓ ସେମାନଙ୍କ କବଳରୁ ଖସିଯାଇଥିଲେ।’
Politics
ରାହୁଲଙ୍କ ସାମ୍ବାଦିକ ସମ୍ମିଳନୀ ବେଳେ କଟିଲା ବିଜୁଳି, ବିଜେପି କହିଲା- ଜୟରାମ କାଢ଼ିଥିଲେ ପ୍ଲଗ
ମାଇକ ବନ୍ଦ ହୋଇଯିବାରୁ ରାହୁଲ ଗାନ୍ଧି ଏଥିପାଇଁ ଆଦାନୀ ପାୱାର ଓ ମୋଦି ପାୱାର କଥା କହି କଟାକ୍ଷ କରିଥିଲେ।