Advertisment

‘ପାଣ୍ଡିଆନ ମୁଖ୍ୟମନ୍ତ୍ରୀଙ୍କର ଲୟାଲ ପ୍ରପର୍ଟି’

ଆଇଏଏସ୍ ଚାକିରିରୁ ଭିକେ ପାଣ୍ଡିଆନ୍‌ ଭିଆରଏସ୍‌ ନେବା ଓ କ୍ୟାବିନେଟ୍‌ ପାହ୍ୟା ପାଇବା ପ୍ରସଙ୍ଗରେ ବରିଷ୍ଠ କଂଗ୍ରେସ ବିଧାୟକ ସୁର ରାଉତରାୟଙ୍କ ପ୍ରତିକ୍ରିୟା।

author-image
Manoj Swain

ଭିକେ ପାଣ୍ଡିଆନ୍ ଭିଆରଏସ ନେବା ପରେ ରାଜ୍ୟ ରାଜନୀତିରେ ଅନେକ କଳ୍ପନା ଜଳ୍ପନା ପ୍ରକାଶ ପାଇଛି । ପାଣ୍ଡିଆନଙ୍କ ଆଗାମୀ ଗତିବିଧି କଣ ରହିବ ତାକୁ ନେଇ ଅନେକ ଚର୍ଚ୍ଚା । ଆଇଏଏସ୍ ଚାକିରିରୁ ଭିକେ ପାଣ୍ଡିଆନ୍‌ ଭିଆରଏସ୍‌ ନେବା ଓ କ୍ୟାବିନେଟ୍‌ ପାହ୍ୟା ପାଇବା ପ୍ରସଙ୍ଗରେ ବରିଷ୍ଠ କଂଗ୍ରେସ ବିଧାୟକ ସୁର ରାଉତରାୟଙ୍କ ପ୍ରତିକ୍ରିୟା। ତେବେ ସେ ଅଧିକ କଣ କହିଛନ୍ତି ଶୁଣନ୍ତୁ । 

Advertisment
Odisha BjD Sura Routray Vk Pandian