5-ଟି ସଚିବଙ୍କୁ କାଳିମାଡ ଭୟ। ସତ୍ୟବାଦୀ ଘଟଣା ଯେପରି ପୁନରାବୃତ୍ତି ନହୁଏ ସେଥିପାଇଁ ସତର୍କ । ରଙ୍ଗେଇଲୁଣ୍ଡା ସଭାରେ ସାଥିରେ ପେନ ନେବା ମନା । ଏତେ ଭୟ କାହିଁକି ? କାର୍ଯ୍ୟକ୍ରମରେ ଯୋଗ ଦେବାକୁ ନିମନ୍ତ୍ରଣ କରାଯାଉଛି ହେଲେ ଗୁଡେଇ ତୁଡେଇ ଚେକିଂ କରୁଛନ୍ତି । ପାଣି ବୋତଲରୁ ପେନ ଯାଏ, କଳା ପୋଷାକରୁ ଟୋପି ଯାଏ କିଛି ବି ଛାଡୁ ନାହାନ୍ତି ।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ସୁସ୍ଥ ହୋଇ ଓଡ଼ିଶା ଫେରିଲେ ସାଂସଦ ପ୍ରତାପ ଷଡ଼ଙ୍ଗୀ
ଗତ ୧୯ରେ ସଂସଦ ଏଣ୍ଟ୍ରି ଗେଟରେ ‘ଆମ୍ବେଦକର’ ପ୍ରସଙ୍ଗକୁ ନେଇ ବିରୋଧୀ ସଦସ୍ୟ ବିକ୍ଷୋଭ ପ୍ରଦର୍ଶନ କରୁଥିଲେ। ଏତିକି ବେଳେ ଠେଲା ପେଲା ହୋଇଥିଲା। ରାହୁଲ ଗାନ୍ଧୀ ଠେଲି ଦେବାରୁ ସଂସଦର ମକର ଦ୍ୱାରର ଶିଢ଼ି ଉପରରୁ ତଳକୁ ପଡ଼ି ଯାଇଥିଲେ ପ୍ରତାପ ଷଡଙ୍ଗୀ।
Politics
ହାଇଦ୍ରାବାଦ ଦଳାଚକଟା ଘଟଣା: 'ଆଇନ ଆଗରେ ସମସ୍ତେ ସମାନ' କହିଲେ ପୱନ କଲ୍ୟାଣ
ଅଭିନେତା ଅଲ୍ଲୁ ଅର୍ଜୁନଙ୍କ ବିରୋଧରେ ହୋଇଥିବା କାର୍ଯ୍ୟାନୁଷ୍ଠାନକୁ ଉଚିତ ବୋଲି ଦର୍ଶାଇଛନ୍ତି ପୱନ କଲ୍ୟାଣ। ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ ରେବନ୍ତ ରେଡ୍ଡୀଙ୍କୁ କଲେ ପ୍ରଶଂସା।
Politics
ରାହୁଲ ଗାନ୍ଧିଙ୍କ ଭିଏତନାମ ଟ୍ରିପକୁ ନେଇ ବିଜେପି-କଂଗ୍ରେସ ମୁହାଁମୁହିଁ
ମନମୋହନ ସିଂହଙ୍କ ଅସ୍ତିକୁ ସଂଗ୍ରହ ପାଇଁ ଗାନ୍ଧି ପରିବାରର କେହି ଉପସ୍ଥିତ ନଥିବାରୁ ଦିନକ ତଳେ ବିଜେପି ଏହା ଉପରେ ପ୍ରଶ୍ନ ଉଠାଇଥିଲା।
Politics
କେଜ୍ରିୱାଲଙ୍କ ବଡ଼ ଘୋଷଣା; ଆପ୍ ଜିତିଲେ ମନ୍ଦିର ପୂଜକଙ୍କୁ ଦେବ ମାସିକ ୧୮ ହଜାର ଦରମା
ଆମ୍ ଆଦମୀ ପାର୍ଟି ସରକାରକୁ ଫେରିଲେ ଦିଲ୍ଲୀର ସମସ୍ତ ମନ୍ଦିର ପୂଜକ ଓ ଗୁରୁଦ୍ୱାର ଗ୍ରନ୍ଥିମାନଙ୍କୁ ମାସିକ ୧୮ ହଜାର ଟଙ୍କା ଲେଖାଏଁ ଦରମା ଦେବାକୁ ଘୋଷଣା କରିଛନ୍ତି ଅରବିନ୍ଦ କେଜ୍ରିୱାଲ। ୩୧ ଡିସେମ୍ବରରୁ ନିଜେ ଆରମ୍ଭ କରିବେ ପଞ୍ଜିକରଣ।
National
କୃଷକ ସଂଗଠନର ପଞ୍ଜାବ ବନ୍ଦ ଡାକରା, ୧୫୦ ଟ୍ରେନ ବାତିଲ
ସଂଯୁକ୍ତ କିଷାନ ମୋର୍ଚ୍ଚା ଓ କିଷାନ ମଜଦୁର ମୋର୍ଚ୍ଚା ଭଳି ସଂଗଠନ ପକ୍ଷରୁ ଆଜି ପଞ୍ଜାବରେ ରାଜ୍ୟବ୍ୟାପୀ ବନ୍ଦ ଡାକରା ଦିଆଯାଇଛି। ୩୫ ଦିନ ହେବ ଆମରଣ ଅନଶନରେ ବସିଥିବା କୃଷକ ନେତା ଜଗଜିତ ସିଂହ ଡଲ୍ଲେୱାଲଙ୍କ ସ୍ୱାସ୍ଥ୍ୟରେ କ୍ରମାଗତ ଅବନତୀ ଘଟୁଛି।