ବିଜେଡିରେ ଯୋଗ ଦେଲେ ଭି.କେ. ପାଣ୍ଡିଆନ

ସେପ୍ଟେମ୍ବର ୨୩ ତାରିଖରେ ପାଣ୍ଡିଆନ ସରକାରୀ ଚାକିରିରୁ ସ୍ୱେଚ୍ଛାକୃତ ଅବସର ନେଇଥିଲେ।

vk-pandian PhotoOR

ଭି.କେ ପାଣ୍ଡିଆନ

Tapaswini Nayak
  • Published: Monday, 27 November 2023
  • Updated: 27 November 2023, 12:14 PM IST

Sports

Latest News

ବିଜେଡିରେ ଯୋଗ ଦେଲେ ଭି.କେ. ପାଣ୍ଡିଆନ। ନବୀନ ନିବାସରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଉପସ୍ଥିତିରେ ସେ ବିଜେଡିରେ ସାମିଲ ହୋଇଛନ୍ତି। ସେପ୍ଟେମ୍ବର ୨୩ ତାରିଖରେ ପାଣ୍ଡିଆନ ସରକାରୀ ଚାକିରିରୁ ସ୍ୱେଚ୍ଛାକୃତ ଅବସର ନେଇଥିଲେ। ଅବସର ନେବାର ଗୋଟିଏ ଦିନ ପରେ ଶ୍ରୀ ପାଣ୍ଡିଆନଙ୍କୁ ରାଜ୍ୟ ସରକାରଙ୍କ 5T ଓ ନବୀନ ଓଡ଼ିଶାର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦିଆଯାଇଥିଲା।। ସେ ସିଧାସଳଖ ମୁଖ୍ୟମନ୍ତ୍ରୀଙ୍କ ଅଧୀନରେ କାର୍ଯ୍ୟ କରୁଥିଲେ। ଏହା ସହ ଶ୍ରୀ ପାଣ୍ଡିଆନଙ୍କୁ କ୍ୟାବିନେଟ ମନ୍ତ୍ରୀ ପ୍ୟାହା ମିଳିଥିଲା।

ଆଜି ସକାଳେ ନବୀନ ନିବାସରେ ବିଜେଡିର ଏକ ଗୁରୁତ୍ୱପୁର୍ଣ୍ଣ ବୈଠକ ବସିଥିଲା। ଏହି ବୈଠକରେ ମନ୍ତ୍ରୀ ପ୍ରତାପ ଦେବ, ସଂଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ସମୀର ଦାଶ, ସଞ୍ଜୟ ଦାସ ବର୍ମା, ପ୍ରସନ୍ନ ଆଚାର୍ଯ୍ୟ, ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ଅରୁଣ ସାହୁ, ଅଶୋକ ପଣ୍ଡା ପ୍ରମୁଖ ଉପସ୍ଥତି ଥିଲେ। ସେହିପରି ବିଜେଡିର ଅନ୍ୟ କେତେକ ବରିଷ୍ଠ ନେତା ଓ ବିଧାୟକ ମଧ୍ୟ ଉପସ୍ଥିତ ଥିଲେ। ସମସ୍ତଙ୍କ ଉପସ୍ଥିତିରେ ପାଣ୍ଡିଆନ ବିଜେଡିରେ ଯୋଗ ଦେଇଥିଲେ। ପାଣ୍ଡିଆନ ବିଜେଡିରେ ଯୋଗ ଦେବା ପରେ ରାଜ୍ୟ ରାଜନୀତି ସରଗରମ ରହିଛି। ଆଗକୁ  ଶ୍ରୀ ପାଣ୍ଡିଆନଙ୍କୁ କେଉଁ ବଡ଼ ଦାୟିତ୍ୱ ମିଳୁଛି ତାକୁ ନେଇ ଚର୍ଚ୍ଚା ଜୋର ଧରିଛି। 

Also Read

ପାଣ୍ଡିଆନ ବିଜେଡିରେ ଯୋଗଦେବା ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ପାଣ୍ଡିଆନଙ୍କୁ ମୁଁ ବିଜେଡିରେ ସ୍ୱାଗତ କରୁଛି। ସେ ବହୁ ବର୍ଷ ହେଲା ରାଜ୍ୟ ପାଇଁ କଠିନ ପରିଶ୍ରମ କରୁଛନ୍ତି। ସେ ଦଳର ଜଣେ ସଦସ୍ୟ ଭାବେ ତାହା ଜାରି ରଖିବେ। ମୁଁ ଏଥିପାଇଁ ଶୁଭେଚ୍ଛା ଜଣାଉଛି।

ବିଜେଡିରେ ଯୋଗଦେବା ପରେ ଭିକେ ପାଣ୍ଡିଆନ କହିଛନ୍ତି, ମହାପ୍ରଭୁଙ୍କ ଆଶୀର୍ବାଦ, ମୁଖ୍ୟମନ୍ତ୍ରୀଙ୍କ ଗାଇଡାନ୍ସରେ କାର୍ଯ୍ୟ କରିବି। ସମସ୍ତଙ୍କ ସହଯୋଗରେ ଓଡ଼ିଶାବାସୀଙ୍କ କାମ କରିବି। ନିଷ୍ଠା, ନମ୍ରତା, ନିସ୍ୱାର୍ଥପର ଭାବେ କାମ କରିବି।   

ବିଜେଡି ସାଂସଦ  ପିନାକୀ ମିଶ୍ର କହିଛନ୍ତି,  ଭି.କେ. ପାଣ୍ଡିଆନ ମୁଖ୍ୟମନ୍ତ୍ରୀଙ୍କ ଆର୍ଶୀବାଦ ନେଇ ଆନୁଷ୍ଠାନିକ ଭାବେ ବିଜେଡିରେ ସାମିଲ ହୋଇଛନ୍ତି।   ତାଙ୍କର ପ୍ରଶାସନିକ କ୍ଷେତ୍ରରେ ବହୁତ ଅଭିଜ୍ଞତା ରହିଛି। ପ୍ରଶାସନିକ ଅଭିଜ୍ଞତାକୁ ସେ ଦଳ ପାଇଁ କାର୍ଯ୍ୟରେ ଲଗାଇବେ। ଆମେ ତାଙ୍କୁ ସମସ୍ତେ ସ୍ୱାଗତ କରୁଛୁ। ପାଣ୍ଡିଆନ ଆମ ଦଳରେ ସାମିଲ ହୋଇଥିବାରୁ ଆମେ ଖୁସି ଅନୁଭବ କରୁଛୁ।

୨୦୦୦ ବ୍ୟାଚ୍ ଶ୍ରୀ ପାଣ୍ଡିଆନ ପଞ୍ଜାବ କ୍ୟାଡ଼ରରେ ନିଯୁକ୍ତି ପାଇଥିଲେ। କିନ୍ତୁ ଓଡ଼ିଶା କ୍ୟାଡ଼ରର ସୁଜାତା ରାଉତଙ୍କୁ ପ୍ରେମ ବିବାହ କରିବା ପରେ ସେ ନିଜର କ୍ୟାଡ଼ର ପରିବର୍ତ୍ତନ କରି ଓଡ଼ିଶା ଆସିଥିଲେ। ୨୦୦୨ରୁ ୨୦୦୪ ମସିହା ପର୍ଯ୍ୟନ୍ତ ସେ କଳାହାଣ୍ଡି ଉପଜିଲ୍ଲାପାଳ ଭାବେ କାର୍ଯ୍ୟ କରିଥିଲେ। ୨୦୦୫ରୁ ୨୦୦୭ ମାର୍ଚ୍ଚ ପର୍ଯ୍ୟନ୍ତ ମୟୂରଭଞ୍ଜ ଜିଲ୍ଲାପାଳ, ୨୦୦୭ ଏପ୍ରିଲ ୯ରୁ ୨୦୧୧ ଏପ୍ରିଲ ୨୯ତାରିଖ ଗଞ୍ଜାମ ଜିଲ୍ଲାପାଳ କାର୍ଯ୍ୟ କରିଥିଲେ। ଗଞ୍ଜାମ ଜିଲ୍ଲାପାଳ ଭାବେ ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସଂସ୍ପର୍ଶରେ ଆସିଥିଲେ ଓ ୨୦୧୧ ମେ’ ମାସରେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ଯୋଗ ଦେଇଥିଲେ। ସେବେଠୁ ସେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଓ ଗତ ୩ ବର୍ଷ ଧରି ମୁଖ୍ୟମନ୍ତ୍ରୀଙ୍କ ସଚିବ ଭାବେ ଉଭୟ ଦାୟିତ୍ୱ ତୁଲାଉଥିଲେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story