ପାଣ୍ଡିଆନ୍‌ଙ୍କ ହେଲିପ୍ୟାଡ୍ ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ

୨୦୨୪ ସାଧାରଣ ନିର୍ବାଚନ ବେଳେ ଓ ତା’ପୂର୍ବରୁ ହେଲିକପ୍ଟରରେ ଜିଲ୍ଲାରୁ ଜିଲ୍ଲା ଘନଘନ ବୁଲୁଥିଲେ ଭି.କେ ପାଣ୍ଡିଆନ।

Manoj Swain
  • Published: Sunday, 11 August 2024
  • Updated: 11 August 2024, 12:35 PM IST

Sports

Latest News

ଭି.କେ ପାଣ୍ଡିଆନଙ୍କ ହେଲିପ୍ୟାଡ୍ ପାଇଁ ଖର୍ଚ୍ଚ ହୋଇଛି କୋଟି କୋଟି ଟଙ୍କା । ବାଉଁଶ ବ୍ୟାରିକେଡ୍ ଓ ସଭାସ୍ଥଳ ଖର୍ଚ୍ଚର ତ ହିସାବ ନାହିଁ । ଗୋଟିଏ ଗୋଟିଏ କାମକୁ ଦୁଇ, ତିନି ଜଣ ଠିକାଦାର ଏବଂ ତିନି ତିନି ଥର ଖର୍ଚ୍ଚ । ଦେଖନ୍ତୁ ପୂରା ରିପୋର୍ଟ। 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos