ପାଣ୍ଡିଆନଙ୍କ ହେଲିକପ୍ଟର ଖର୍ଚ୍ଚର ହେବ ତଦନ୍ତ: ପରିବହନ ମନ୍ତ୍ରୀ

ଭିକେ ପାଣ୍ଡିଆନଙ୍କ ହେଲିକପ୍ଟର ଗସ୍ତ ଖର୍ଚ୍ଚ ନେଇ ପରିବହନ ମନ୍ତ୍ରୀ ବିଭୂତି ଜେନାଙ୍କ ବଡ଼ ମନ୍ତବ୍ୟ। କହିଲେ, ଖୁବଶୀଘ୍ର କାର୍ଯ୍ୟାନୁଷ୍ଠାନ ହେବ।

Manoj Swain
  • Published: Friday, 09 August 2024
  • Updated: 09 August 2024, 05:37 PM IST

Sports

Latest News

ଭିକେ ପାଣ୍ଡିଆନଙ୍କ ହେଲିକପ୍ଟର ଗସ୍ତ ଖର୍ଚ୍ଚ ନେଇ ପରିବହନ ମନ୍ତ୍ରୀ ବିଭୂତି ଜେନାଙ୍କ ବଡ଼ ମନ୍ତବ୍ୟ। କହିଲେ, ତଦନ୍ତ ଚାଲିଛି, ଖୁବଶୀଘ୍ର କାର୍ଯ୍ୟାନୁଷ୍ଠାନ ହେବ। ସର୍ବସମ୍ମୁଖରେ ରାଜକୋଷ ଲୁଣ୍ଠନ କେବେ ବି ଗ୍ରହଣୀୟ ନୁହେଁ । ସରକାର ନଜର ରଖିଛନ୍ତି, ଅପେକ୍ଷା କରନ୍ତୁ କାର୍ଯ୍ୟାନୁଷ୍ଠାନ ହେବ ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos