ଓଡ଼ିଶାକୁ କେବଳ ଦେଶରେ ନୁହେଁ ବରଂ ସମଗ୍ର ବିଶ୍ୱର ମାନଚିତ୍ରରେ ପ୍ରାଥମିକତା ମିଳୁ । ସେଥିପାଇଁ ଏଠାରେ ଜି-୨୦ ସମ୍ମିଳନୀଠୁ ଆରମ୍ଭ କରି ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ, ପୁଲିସ ଡିଜି ସମ୍ମିଳନୀ ଓ ନୌସେନା ଦିବସ ଆଦିର ଆୟୋଜନ କରାଯାଉଛି । ଏହା ଓଡ଼ିଶାକୁ ଦିଆଯାଉଥିବା ପ୍ରାଥମିକତାର ପ୍ରମାଣ ବୋଲି ତିନି ଦିନିଆ ଗସ୍ତରେ ଆସିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ପାର୍ଟି ଅଫିସରେ ୨ ଘଣ୍ଟା ରହିଲେ ପ୍ରଧାନମନ୍ତ୍ରୀ ମୋଦି: ବିଧାୟକ-ସାଂସଦଙ୍କୁ ଦେଲେ ଗୁରୁମନ୍ତ୍ର, ମିଶିକି କଲେ ଡିନର
ପ୍ରଧାନମନ୍ତ୍ରୀ ମୋଦି ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁସାରେ ଆଜି ସନ୍ଧ୍ୟାରେ ଭୁବନେଶ୍ୱରସ୍ଥିତ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ପ୍ରାୟ ୨ଘଣ୍ଟା ଧରି ଦଳର ବିଧାୟକ,ସାଂସଦ,ମନ୍ତ୍ରୀ ଓ ବରିଷ୍ଠ ପଦାଧିକାରୀମାନଙ୍କ ସହ ସମୟ ବିତାଇଛନ୍ତି ।
Politics
‘ଆମ ଏମଏଲଏ ମାନଙ୍କର ଜୁ ନଥିଲା, ତମର ପାନଖିଆ ଛେତେଲା ପାଟିଆ କର୍ମୀ ପୁଲିସକୁ ଧମକାଉଛନ୍ତି’
ଆମର ତ ଜୁ ନଥିଲା ପୁଲିସ ବାବୁଙ୍କୁ କି ଥାନାକୁ ଫୋନ କରି ଧମକାଇବା ପାଇଁ । ଆମର ସେତେବେଳେ ଚଞ୍ଚୁ ଫିଟୁନଥିଲା।
Politics
ଏବେ ଲୋକ ଭାବୁଛନ୍ତି ମୁଖ୍ୟମନ୍ତ୍ରୀ ବି ଗାଁକୁ ଆସନ୍ତି
ନବୀନଙ୍କ ନାଁ ନେଲେନି କି ବିଜେଡି କଥା ଉଠାଇଲେ ନାହିଁ। ହେଲେ ଭଲ କରି ଦୁଇଟି ପଏଣ୍ଟରେ ପୂର୍ବ ସରକାରକୁ କଲେ ସମାଲୋଚନା।
Politics
୩ଦିନିଆ ଗସ୍ତରେ ପ୍ରଧାନମନ୍ତ୍ରୀ ମୋଦି, କହିଲେ ଆମର ଲକ୍ଷ୍ୟ ବିଶ୍ୱ ମାନଚିତ୍ରରେ ଓଡ଼ିଶାକୁ ମିଳୁ ପ୍ରାଥମିକତା
ଡବଲ ଇଞ୍ଜିନ ସରକାରର ସୁଫଳ ମିଳିବା ଆରମ୍ଭ ହୋଇଛି । ବିକାଶର ଗତି ଅଦ୍ଭୂତପୂର୍ବ । ରାଜ୍ୟର ବିଜେପି ସରକାର ଏଠାରେ ଷ୍ଟାର୍ଟଅପ୍ ଇକୋସିଷ୍ଟମ ଉପରେ ଗୁରୁତ୍ୱ ଦେଉଛି ।