Advertisment

‘ଓଡ଼ିଶାକୁ ବିଶ୍ୱର ମାନଚିତ୍ରରେ ପ୍ରାଥମିକତା ଦେବାକୁ ଚାହୁଁଛୁ’

ଓଡ଼ିଶାର ପ୍ରତ୍ୟେକ ଲୋକ ଅନୁଭବ କରିବା ଦରକାର ଯେ, ବିଶ୍ୱର ଲୋକମାନେ ତାଙ୍କ ଘରକୁ ଆସୁଛନ୍ତି ଓ ସେଭଳି ପ୍ରସ୍ତୁତି କରିବାକୁ ସେ ଆହ୍ୱାନ କରିଥିଲେ ।

author-image
Jitendra Garnayak

ଓଡ଼ିଶାକୁ କେବଳ ଦେଶରେ ନୁହେଁ ବରଂ ସମଗ୍ର ବିଶ୍ୱର ମାନଚିତ୍ରରେ ପ୍ରାଥମିକତା ମିଳୁ । ସେଥିପାଇଁ ଏଠାରେ ଜି-୨୦ ସମ୍ମିଳନୀଠୁ ଆରମ୍ଭ କରି ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ, ପୁଲିସ ଡିଜି ସମ୍ମିଳନୀ ଓ ନୌସେନା ଦିବସ ଆଦିର ଆୟୋଜନ କରାଯାଉଛି । ଏହା ଓଡ଼ିଶାକୁ ଦିଆଯାଉଥିବା ପ୍ରାଥମିକତାର ପ୍ରମାଣ ବୋଲି ତିନି ଦିନିଆ ଗସ୍ତରେ ଆସିଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି। 

Advertisment
PM Narendra Modi