Advertisment

‘ଆମକୁ ପ୍ରବଳ ମାନସିକ ନିର୍ଯାତନା ଦିଆଯାଇଥିଲା’

‘କଣ୍ଟାବାଞ୍ଝିରେ ଆମ ଉପରେ ଥିଲେ ଭୂପିନ୍ଦର ସିଂହ ଓ ନିରଞ୍ଜନ ପୂଜାରୀ। ତେଣୁ ଆମକୁ କାହିଁକି ଏକା ଦୋଷ ଦିଆଯାଉଛି।’

Advertisment

ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସଙ୍କ ସ୍ୱାମୀ ତଥା ବିଜେପି ନେତା ଦେବେନ୍ଦ୍ର ଦାସଙ୍କ ବିସ୍ଫୋରକ ବୟାନ। ବିଡିଓ ବ୍ଲକରେ ଭୋଟ୍ ବାଡେଇଥିବା ନେଇ ସେ କରିଛନ୍ତି ସଙ୍ଗୀନ ଅଭିଯୋଗ। ଆହୁରି କହିଛନ୍ତି, ଆମକୁ ପ୍ରବଳ ମାନସିକ ନିର୍ଯାତନା ଦିଆଯାଇଥିଲା। କଣ୍ଟାବାଞ୍ଝିରେ ଆମ ଉପରେ ଥିଲେ ଭୂପିନ୍ଦର ସିଂହ ଓ ନିରଞ୍ଜନ ପୂଜାରୀ। ତେଣୁ ଆମକୁ କାହିଁକି ଏକା ଦୋଷ ଦିଆଯାଉଛି। 

Advertisment
Bjp BjD
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe