ଖୋର୍ଦ୍ଧା ଜିଲ୍ଲା ବେଗୁନିଆରେ ଆଜି ନୂଆ ଓ ଛାତ୍ର ବୃତ୍ତି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଛାତ୍ର ବୃତ୍ତି ପ୍ରଦାନ ବେଳେ ୧୨ଟି ମହାବିଦ୍ୟାଳୟର ଛାତ୍ରୀଙ୍କୁ ମଞ୍ଚ ଉପରକୁ ଡକାଯାଇଥିଲା। ୫ଟି ଅଧ୍ୟକ୍ଷ ଭିକେ ପାଣ୍ଡିଆନ ସେମାନଙ୍କୁ ଚେକ୍ ପ୍ରଦାନ କରିଥିଲେ। ଏହାପରେ ସମସ୍ତ ଛାତ୍ରୀ ମଞ୍ଚରୁ ଓହ୍ଲାଇ ଆସିଥିଲେ। ହେଲେ ଟାଙ୍ଗୀର ଚିଲିକା ଦୁର୍ଗା ଚରଣ ମହାବିଦ୍ୟାଳୟର ଛାତ୍ରୀ ପ୍ରୀତିପୁଷ୍ପା ରାୟ ମଞ୍ଚ ଉପରୁ ଓହ୍ଲାଇ ନଥିଲେ। ସେ ପାଣ୍ଡିଆନଙ୍କ ପାଖକୁ ଯାଇ ବାରମ୍ବାର କିଛି କହୁ ଥିବାର ଦେଖିବାକୁ ମିଳିଥିଲା। ପାଣ୍ଡିଆନ ତାଙ୍କୁ ତଳକୁ ଯିବାକୁ ବରମ୍ବାର ଇସାରା କରୁଥିବା ସତ୍ତ୍ୱେ ସେ ମଞ୍ଚରୁ ନଓହ୍ଲାଇ କିଛି କହୁଥିବା ଦେଖିବାକୁ ମିଳିଥିଲା।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
‘ଭୋଟରଙ୍କୁ ଟଙ୍କା ବାଣ୍ଟୁଛନ୍ତି’ ବିଜେପି ନେତା: EDରେ ଅଭିଯୋଗ କଲା ଆପ୍
ଆଜି ଟଙ୍କା ବାଣ୍ଟିବା ଅଭିଯୋଗ ଆଣି ସଞ୍ଜୟ ସିଂହ ଇଡି ଅଫିସରେ ପହଞ୍ଚି ଲିଖିତ ଅଭିଯୋଗ କରିଛନ୍ତି। ଦିନକ ତଳେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଆତିଶୀ ଅଭିଯୋଗ କରିଥିଲେ ଯେ ବିଜେପି ନେତା ପରଭେଶ ବର୍ମା ନୂଆଦିଲ୍ଲୀ ନିର୍ବାଚନ ମଣ୍ଡଳୀରେ ମହିଳାଙ୍କୁ ଟଙ୍କା ବାଣ୍ଟୁ ଥିବା ଅଭିଯୋଗ କରିଥିଲେ।
Politics
ବିଜେଡି ପ୍ରତିଷ୍ଠା ଦିବସରେ ଦଳ ଛାଡ଼ିଲେ ୨ ବ୍ଲକ୍ ଅଧ୍ୟକ୍ଷ, ବିଜେପିରେ ମିଶିଲେ
ବୁଗୁଡ଼ା ବ୍ଲକ ଉପାଧ୍ୟକ୍ଷ ଏବଂ କୁଲାଡ଼, ବାରୁଡ଼ା, ବଡ଼ କୋଦଣ୍ଡା ଆଦି ପଞ୍ଚାୟତର ସମିତିସଭ୍ୟ ଓ ସଭ୍ୟା ବିଜେପିରେ ସାମିଲ ହୋଇଛନ୍ତି।
Politics
DMK ଶାସନର ଅନ୍ତ ନ ହେବା ଯାଏ ଚପଲ ପିନ୍ଧିବେନି ଆନ୍ନାମଲାଇ: କହିଲେ- ୬ଥର ଜାବୁକ ମାରିହେବି
ରାଜ୍ୟର ଆଇନ ଶୃଙ୍ଖଳା ପରିସ୍ଥିତିରୁ ଡିଏମକେ ସରକାର ବିପର୍ଯ୍ୟସ୍ତ କରି ଦେଇଥିବା ଅଭିଯୋଗ କରି ଆନ୍ନାମଲାଇ ବଡ଼ ଘୋଷଣା କରିଛନ୍ତି।
Politics
କାହିଁକି ହାରିଲା ବିଜେଡି; ପ୍ରତିଷ୍ଠା ଦିବସରେ କାରଣ କହିଲେ ନବୀନ
ନବୀନ କହିଛନ୍ତି, ଗତ ଛଅ ମାସ ଭିତରେ ବିଜେପି ସରକାରର ଓଡ଼ିଶାବାସୀଙ୍କ ପାଇଁ ସବୁଠାରୁ ବଡ଼ ଉପହାର ହେଉଛି ଦରଦାମ ବୃଦ୍ଧି। ଡାଲି ଚାଉଳ ଠାରୁ ଆରମ୍ଭ କରି ତେଲ ଓ ପନିପରିବା ଆଦି ସବୁ ଦର ଆଜି ଆକାଶ ଛୁଆଁ।
Politics
ଶେଷରେ ନବୀନଙ୍କୁ ବି ଛାଡ଼ିଲେନି ପାଣ୍ଡିଆନ, କହିଲେ ଓଡ଼ିଶାରେ ଓଡ଼ିଆ କହିବା ଜରୁରୀ
ବିଜେଡିର ପ୍ରତିଷ୍ଠା ଦିବସର ଠିକ୍ ଦିନକ ପୂର୍ବରୁ ଏଭଳି ପୋଷ୍ଟ କରାଗଲା କାହିଁକି? ସକ୍ରିୟ ରାଜନୀତିରୁ ସନ୍ୟାସ ନେଇଥିବା ପାଣ୍ଡିଆନ କ’ଣ ପୁଣିଥରେ ବିଜେଡିରେ ସକ୍ରିୟ ହୋଇ ଆଗକୁ ଆସିବାକୁ ଚାହୁଁଛନ୍ତି କି?