କେବେ ହେବ ଛେଣ୍ଡିପଦା ବିଧାୟକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ?

ଚିଲିକା ବିଧାୟକ ତଥା ଖୋର୍ଦ୍ଧା ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଗିରଫ କରାଯିବା ପଛରେ ରହିଛି କି ବଡ଼ ଷଡ଼ଯନ୍ତ୍ର ? 

Manoj Swain
  • Published: Tuesday, 28 May 2024
  • Updated: 28 May 2024, 02:13 PM IST

Sports

Latest News

ଚିଲିକା ବିଧାୟକ ତଥା ଖୋର୍ଦ୍ଧା ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଗିରଫ କରାଯିବା ପଛରେ ରହିଛି କି ବଡ଼ ଷଡ଼ଯନ୍ତ୍ର ? ବିଧିବଦ୍ଧ ଯୋଜନା କରି ପ୍ରଶାନ୍ତଙ୍କୁ ଗିରଫ କରାଯାଇଥିବା ଅଭିଯୋଗ ଆଣିଛି ବିଜେପି। ଭୋଟ୍ ଦେବାକୁ ଆସିଥିବା ପ୍ରଶାନ୍ତଙ୍କୁ ଫଶାଇ ପୁଲିସ ଜେଲ୍ ପଠାଇଥିବା ଅଭିଯୋଗ କରି ଖୋର୍ଦ୍ଧା ବିଜେପି ପକ୍ଷରୁ ଉପ-ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରାଯାଇଛି। ସେପଟେ ବିଜେପି କହିଛି, କେବେ ହେବ ଛେଣ୍ଡିପଦା ବିଧାୟକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ? ଦେଖନ୍ତୁ ପୂରା ରିପୋର୍ଟ। 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos