Advertisment

ସିଙ୍ଗଲ କି ଡବଲ ଇଞ୍ଜିନ ନୁହେଁ, ଗୁଡ୍ ଗଭର୍ଣ୍ଣାସ୍ ଗୁରୁତ୍ୱପୂର୍ଣ୍ଣ

ଝାରସୁଗୁଡ଼ା ଉପନିର୍ବାଚନରେ ବିଜେଡିର ବିଜୟ ପରେ ବିରୋଧୀଙ୍କୁ କଡ଼ା ସମାଲୋନା କରିଛନ୍ତି ଦଳୀୟ ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭୁବନେଶ୍ୱର ଶଙ୍ଖ ଭବନରେ ସେ ଝାରସୁଗୁଡ଼ା ବିଜୟ ଉତ୍ସବରେ ଯୋଗଦେଇ ସେ କହିଛନ୍ତି, ସିଙ୍ଗଲ କିମ୍ବା ଡବଲ ଇଞ୍ଜିନ୍ ଗୁରୁତ୍ୱପୂର୍ଣ୍ଣ ନୁହେଁ।

Advertisment

ଝାରସୁଗୁଡ଼ା ଉପନିର୍ବାଚନରେ ବିଜେଡିର ବିଜୟ ପରେ ବିରୋଧୀଙ୍କୁ କଡ଼ା ସମାଲୋନା କରିଛନ୍ତି ଦଳୀୟ ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭୁବନେଶ୍ୱର ଶଙ୍ଖ ଭବନରେ ସେ ଝାରସୁଗୁଡ଼ା ବିଜୟ ଉତ୍ସବରେ ଯୋଗଦେଇ ସେ କହିଛନ୍ତି, ସିଙ୍ଗଲ କିମ୍ବା ଡବଲ ଇଞ୍ଜିନ୍ ଗୁରୁତ୍ୱପୂର୍ଣ୍ଣ ନୁହେଁ। ଲୋକଙ୍କ ଦୃଷ୍ଟିରେ ସରକାର ଗୁରୁତ୍ୱପୂର୍ଣ୍ଣ। ଗୁଡ୍ ଗଭର୍ଣ୍ଣାସ୍ ଓ ପ୍ରୋ ପିପୁଲ ଗଭର୍ଣ୍ଣାନ୍ସ ସଦାବେଳେ ଜିତେ। ଯେଉଁମାନେ ଓଡ଼ିଶାର ଲୋକଙ୍କୁ ଅସମ୍ମାନ କରିବେ ଓ ସେମାନଙ୍କୁ ଲ’ ଲେସ୍ କୁହାଯିବ। ସେମାନେ ଆମ ରାଜ୍ୟ ବିରୋଧରେ କାମ କରୁଛନ୍ତି ବୋଲି ବୁଝିବାକୁ ହେବ। ଯେଉଁମାନେ ଆମର ଭଉଣୀ, ମା’ ଓ ଝିଅମାନଙ୍କୁ ଅସମ୍ମାନ କରୁଛନ୍ତି, ସେମାନେ ଲୋକଙ୍କ ବିରୋଧରେ କାମ କରୁଛନ୍ତି। ସେମାନଙ୍କୁ ଓଡ଼ିଶାର ଲୋକେ କ୍ଷମା ଦେବେନି

Advertisment
Naveen Patnaik Jharsuguda Results Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe