ଦୁଇ ହେଭିୱେଟ କେସିଆର ଓ ରେବନ୍ଥଙ୍କୁ ମାତ୍‌ ଦେଇଥିଲେ କଟପଲ୍ଲୀ

ଚନ୍ଦ୍ରଶେଖର ରାଓ ଓ ତେଲଙ୍ଗାନା କଂଗ୍ରେସ ସଭାପତି ତଥା ଆଗାମୀ ମୁଖ୍ୟମନ୍ତ୍ରୀ ରେବନ୍ଥ ରେଡ୍ଡୀଙ୍କୁ ପରାସ୍ତ କରିଥିଲେ ବିଜେପି ପ୍ରାର୍ଥୀ କଟପଲ୍ଲୀ ଭେଙ୍କଟରମଣ ରେଡ୍ଡୀ।

Manoj Swain
  • Published: Tuesday, 05 December 2023
  • Updated: 05 December 2023, 04:44 PM IST

Sports

Latest News

ତେଲଙ୍ଗାନା ବିଧାନସଭା ନିର୍ବାଚନରେ କଂଗ୍ରେସ ବିଜୟୀ ହୋଇଛି। ତେବେ ନିର୍ବାଚନ ଫଳାଫଳରେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଥିଲେ ଜଣେ ବିଜେପି ପ୍ରାର୍ଥୀ। ଭାରତ ରାଷ୍ଟ୍ର ସମିତି (ବିଆରଏସ୍‌) ମୁଖ୍ୟ କେ. ଚନ୍ଦ୍ରଶେଖର ରାଓ ଓ ତେଲଙ୍ଗାନା କଂଗ୍ରେସ ସଭାପତି ତଥା ଆଗାମୀ ମୁଖ୍ୟମନ୍ତ୍ରୀ ରେବନ୍ଥ ରେଡ୍ଡୀଙ୍କୁ ପରାସ୍ତ କରିଥିଲେ ବିଜେପି ପ୍ରାର୍ଥୀ କଟପଲ୍ଲୀ ଭେଙ୍କଟରମଣ ରେଡ୍ଡୀ।

 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos