ତେଲଙ୍ଗାନା ବିଧାନସଭା ନିର୍ବାଚନରେ କଂଗ୍ରେସ ବିଜୟୀ ହୋଇଛି। ତେବେ ନିର୍ବାଚନ ଫଳାଫଳରେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଥିଲେ ଜଣେ ବିଜେପି ପ୍ରାର୍ଥୀ। ଭାରତ ରାଷ୍ଟ୍ର ସମିତି (ବିଆରଏସ୍) ମୁଖ୍ୟ କେ. ଚନ୍ଦ୍ରଶେଖର ରାଓ ଓ ତେଲଙ୍ଗାନା କଂଗ୍ରେସ ସଭାପତି ତଥା ଆଗାମୀ ମୁଖ୍ୟମନ୍ତ୍ରୀ ରେବନ୍ଥ ରେଡ୍ଡୀଙ୍କୁ ପରାସ୍ତ କରିଥିଲେ ବିଜେପି ପ୍ରାର୍ଥୀ କଟପଲ୍ଲୀ ଭେଙ୍କଟରମଣ ରେଡ୍ଡୀ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ବିଜେପି-କଂଗ୍ରେସକୁ ନିର୍ବାଚନ ଆୟୋଗଙ୍କ ନୋଟିସ୍, ସୋମବାର ସୁଦ୍ଧା ଜବାବ ରଖିବାକୁ ନିର୍ଦ୍ଦେଶ
ଜାତୀୟ ସ୍ତରରେ ଦୁଇ ପ୍ରମୁଖ ଦଳର ଷ୍ଟାର୍ ପ୍ରଚାରକ ଅମିତ ଶାହ ଏବଂ ରାହୁଲ ଗାନ୍ଧିଙ୍କ ମନ୍ତବ୍ୟକୁ ନେଇ ଦଳର ସଭାପତିମାନଙ୍କୁ ସ୍ପଷ୍ଟୀକରଣ ମାଗିଛନ୍ତି ନିର୍ବାଚନ କମିଶନ।
Politics
ବିଜେଡିକୁ ଝଟ୍କା, ଅନାସ୍ଥାରେ ହାରିଲେ ବ୍ଲକ୍ ଅଧ୍ୟକ୍ଷା
ଆଜି ବ୍ଲକ୍ ଅଧ୍ୟକ୍ଷା ରାଜଶ୍ରୀ ନାୟକଙ୍କ ବିରୋଧରେ ଆସିଥିବା ଅନାସ୍ଥା ଉପରେ ଅନାସ୍ଥା ଭୋଟିଂ ହୋଇଥିଲା। ୨ ବିଧାୟକ, ଢେଙ୍କାନାଳ ସାଂସଦଙ୍କୁ ମିଶାଇ ୬୨ ଜଣ ଅନାସ୍ଥା ଭୋଟ୍ରେ ଅଂଶ ଗ୍ରହଣ କରିଥିଲେ।
Politics
ଶିରୋମଣି ଅକାଳୀ ଦଳ ଅଧ୍ୟକ୍ଷ ପଦରୁ ସୁଖବୀର ସିଂହ ବାଦଲଙ୍କ ଇସ୍ତଫା
ଶିରୋମଣି ଅକାଳୀ ଦଳ ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଛନ୍ତି ସୁଖବୀର ସିଂହ ବାଦଲ। ଏନେଇ ପଞ୍ଜାବର ପୂର୍ବତନ ଶିକ୍ଷା ମନ୍ତ୍ରୀ ତଥା ଅକାଳୀ ଦଳର ବରିଷ୍ଠ ନେତା ଦଲଜିତ ସିଂହ ଚୀମା ଏକ୍ସରେ ପୋଷ୍ଟ କରି ସୂଚନା ଦେଇଛନ୍ତି।
Politics
ରାହୁଲ ଗାନ୍ଧିଙ୍କ ବ୍ୟାଗ୍ ଯାଞ୍ଚ କଲେ ନିର୍ବାଚନ ଆୟୋଗ
ମହାରାଷ୍ଟ୍ରର ଅମରାବତୀରେ ନିର୍ବାଚନୀ ପ୍ରଚାରକୁ ଯିବା ସମୟରେ ରାହୁଲ ଗାନ୍ଧିଙ୍କ ବ୍ୟାଗ୍ ଯାଞ୍ଚ କରାଯାଇଛି।
Politics
ବୈଜୟନ୍ତ ପଣ୍ଡାଙ୍କୁ କୃତଜ୍ଞତା ଜଣାଇଲେ କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ହର୍ଷଦୀପ ମଲହୋତ୍ରା
ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡାଙ୍କୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ର ସଡ଼କ ଓ ପରିବହନ ରାଷ୍ଟ୍ରମନ୍ତ୍ରୀ ହର୍ଷଦୀପ ମଲହୋତ୍ରା।