ଅଦ୍ୟତନ ହୋଇଛି
ଦୁଇ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀଙ୍କୁ ହରାଇଥିବାଏ ସେହି କଟିପାଲ୍ଲି.. | Odisha Reporter
Advertisment
ତେଲଙ୍ଗାନା ବିଧାନସଭା ନିର୍ବାଚନରେ କଂଗ୍ରେସ ବିଜୟୀ ହୋଇଛି। ତେବେ ନିର୍ବାଚନ ଫଳାଫଳରେ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଥିଲେ ଜଣେ ବିଜେପି ପ୍ରାର୍ଥୀ। ଭାରତ ରାଷ୍ଟ୍ର ସମିତି (ବିଆରଏସ୍) ମୁଖ୍ୟ କେ. ଚନ୍ଦ୍ରଶେଖର ରାଓ ଓ ତେଲଙ୍ଗାନା କଂଗ୍ରେସ ସଭାପତି ତଥା ଆଗାମୀ ମୁଖ୍ୟମନ୍ତ୍ରୀ ରେବନ୍ଥ ରେଡ୍ଡୀଙ୍କୁ ପରାସ୍ତ କରିଥିଲେ ବିଜେପି ପ୍ରାର୍ଥୀ କଟପଲ୍ଲୀ ଭେଙ୍କଟରମଣ ରେଡ୍ଡୀ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
Follow Us