Advertisment

କିଏ ହେବେ ମୁଖ୍ୟମନ୍ତ୍ରୀ ?

କିଏ ହେବେ ତିନି ରାଜ୍ୟର ମୁଖ୍ୟମନ୍ତ୍ରୀ ? ରାଜସ୍ଥାନ, ମଧ୍ୟପ୍ରଦେଶ ଓ ଛତିଶଗଡ଼ରେ ଏକତରଫା ବିଜୟ ପରେ କିଏ ହେବ ମୁଖ୍ୟମନ୍ତ୍ରୀ ତାକୁ ନେଇ ଜାରି ରହିଛି ସସ୍‌ପେନ୍ସ।

author-image
Manoj Swain

କିଏ ହେବେ ତିନି ରାଜ୍ୟର ମୁଖ୍ୟମନ୍ତ୍ରୀ ? ରାଜସ୍ଥାନ, ମଧ୍ୟପ୍ରଦେଶ ଓ ଛତିଶଗଡ଼ରେ ଏକତରଫା ବିଜୟ ପରେ କିଏ ହେବ ମୁଖ୍ୟମନ୍ତ୍ରୀ ତାକୁ ନେଇ ଜାରି ରହିଛି ସସ୍‌ପେନ୍ସ। ଦଳ କାହା ମୁଣ୍ଡରେ ସୁନା କଳସ ଢ଼ାଳିବ, ରାଜନୈତିକ ମହଲରେ ଚାଲିଛି ଅଙ୍କକଷା। ଏନେଇ ମଙ୍ଗଳବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାସଭବନରେ ଚାଲିଥିଲା ବୈଠକ। ଦୀର୍ଘ ୪ ଘଣ୍ଟା ଧରି ଚାଲିଥିଲା ଆଲୋଚନା। ​​ଯେଉଁଥିରେ ତିନି ରାଜ୍ୟରେ ମୁଖ୍ୟମନ୍ତ୍ରୀ ପଦବୀ ପାଇଁ ପ୍ରତିଦ୍ୱନ୍ଦ୍ୱିତାକାରୀଙ୍କ ଉପରେ ଆଲୋଚନା କରାଯାଇଥିଲା। ସେହିଭଳି ଆଜି ନୂଆଦିଲ୍ଲୀରେ ବିଜେପି ସଂସଦୀୟ ଦଳ ବୈଠକ ଆରମ୍ଭ ହୋଇଛି ।

Advertisment
Election Results Rajasthan Madhya Pradesh Chhattisgarh