Advertisment

କିଏ କାହାର କ୍ରୀତଦାସ?

ବବି ଦାସଙ୍କ ଏହି କ୍ରୀତଦାସ ମନ୍ତବ୍ୟକୁ ନେଇ ରାଜ୍ୟ ରାଜନୀତି ହଲଚଲ। ପ୍ରେସମିଟ୍ କରି କଡ଼ା ଭାଷାରେ ସମାଲୋଚନା କରିଛନ୍ତି ବିଜେପି ସାଧାରଣ ସମ୍ପାଦକ ଗୋଲକ ମହାପାତ୍ର। ବବିଙ୍କର ଏହା ସାମନ୍ତବାଦୀ ମାନସିକତାର ପରିଚୟ ବୋଲି ସେ କହିଛନ୍ତି।

BjD Odisha Odisha Politics
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe