କିଏ ହେବେ ବିଧାୟକ ଦଳ ନେତା? | Odisha Reporter
କିଏ ହେବେ କଂଗ୍ରେସର ବିଧାୟକ ଦଳ ନେତା ? ଗତକାଲି ଭୁବନେଶ୍ୱରରେ ଦଳର ନବ ନିର୍ବାଚିତ ବିଧାୟକଙ୍କ ବୈଠକ ବସିଥିବା ବେଳେ ଦୁଇ ଜଣଙ୍କ ନାଁ ଏଆଇସିସି ନିକଟକୁ ପଠାଯାଇଛି । ଏହାକୁ ନେଇ ବରିଷ୍ଠ ବିଧାୟକ ତାରା ପ୍ରସାଦ ବାହୀନିପତି କଣ କହିଛନ୍ତି ଶୁଣନ୍ତୁ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
