କିଏ ହେବେ କଂଗ୍ରେସର ବିଧାୟକ ଦଳ ନେତା ?

  • Published: Thursday, 20 June 2024
  • , Updated: 20 June 2024, 12:47 PM IST

କିଏ ହେବେ କଂଗ୍ରେସର ବିଧାୟକ ଦଳ ନେତା ? ଗତକାଲି ଭୁବନେଶ୍ୱରରେ ଦଳର ନବ ନିର୍ବାଚିତ ବିଧାୟକଙ୍କ ବୈଠକ ବସିଥିବା ବେଳେ ଦୁଇ ଜଣଙ୍କ ନାଁ ଏଆଇସିସି ନିକଟକୁ ପଠାଯାଇଛି । ଏହାକୁ ନେଇ ବରିଷ୍ଠ ବିଧାୟକ ତାରା ପ୍ରସାଦ ବାହୀନିପତି କଣ କହିଛନ୍ତି ଶୁଣନ୍ତୁ। 

Related story