Advertisment

ଓଡ଼ିଶାରେ କାହାର ହେବ ସରକାର ?

ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି, ୪ରେ ସରକାର ପରିବର୍ତ୍ତନ ହେବ । ସେଦିନ ଅପରାହ୍ମ ସୁଦ୍ଧା ଟ୍ରେଣ୍ଡ ଆସି ସାରିଥିବ ଓ ଚିତ୍ର ସ୍ପଷ୍ଟ ହେବ ।

author-image
Manoj Swain

ଏକଜିଟ୍ ପୋଲ୍ ଆକଳନକୁ ନେଇ ଓଡ଼ିଶାରେ ତେଜିବାରେ ଲାଗିଛି ରାଜନୈତିକ ବୟାନବାଜି । ଭଲ ପ୍ରଦର୍ଶନ କରିବା ନେଇ ଆଶାବାଦୀ ଅଛନ୍ତି ୩ ପ୍ରମୁଖ ଦଳ ବିଜେଡି, ବିଜେପି ଓ କଂଗ୍ରେସ । ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି, ୪ରେ ସରକାର ପରିବର୍ତ୍ତନ ହେବ । ସେଦିନ ଅପରାହ୍ମ ସୁଦ୍ଧା ଟ୍ରେଣ୍ଡ ଆସି ସାରିଥିବ ଓ ଚିତ୍ର ସ୍ପଷ୍ଟ ହେବ । ୧୦ରେ ଶପଥ ନେବୁ ବୋଲି ବି ଦମ୍ଭ ଦେଖାଇଛନ୍ତି ମନମୋହନ ସାମଲ ।

Advertisment
Odisha Bjp Exit Poll