Advertisment

ଓଡ଼ିଶାରେ କାହାର ହେବ ସରକାର ?

ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି, ୪ରେ ସରକାର ପରିବର୍ତ୍ତନ ହେବ । ସେଦିନ ଅପରାହ୍ମ ସୁଦ୍ଧା ଟ୍ରେଣ୍ଡ ଆସି ସାରିଥିବ ଓ ଚିତ୍ର ସ୍ପଷ୍ଟ ହେବ ।

Advertisment

ଏକଜିଟ୍ ପୋଲ୍ ଆକଳନକୁ ନେଇ ଓଡ଼ିଶାରେ ତେଜିବାରେ ଲାଗିଛି ରାଜନୈତିକ ବୟାନବାଜି । ଭଲ ପ୍ରଦର୍ଶନ କରିବା ନେଇ ଆଶାବାଦୀ ଅଛନ୍ତି ୩ ପ୍ରମୁଖ ଦଳ ବିଜେଡି, ବିଜେପି ଓ କଂଗ୍ରେସ । ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି, ୪ରେ ସରକାର ପରିବର୍ତ୍ତନ ହେବ । ସେଦିନ ଅପରାହ୍ମ ସୁଦ୍ଧା ଟ୍ରେଣ୍ଡ ଆସି ସାରିଥିବ ଓ ଚିତ୍ର ସ୍ପଷ୍ଟ ହେବ । ୧୦ରେ ଶପଥ ନେବୁ ବୋଲି ବି ଦମ୍ଭ ଦେଖାଇଛନ୍ତି ମନମୋହନ ସାମଲ ।

Advertisment
Odisha Bjp Exit Poll
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe