Advertisment

କିଏ ହେବେ ବାଚସ୍ପତି ?

କିଏ ହେବେ ବିଧାନସଭାର ବାଚସ୍ପତି। ବିକ୍ରମ ଆରୁଖଙ୍କ ଇସ୍ତଫା ପରେ ଖାଲି ପଡ଼ିଛି ବାଚସ୍ପତି ପଦ। ଏଥିପାଇଁ ୧୮ ତାରିଖରେ ବାଚସ୍ପତି ପାଇଁ ଅଶାୟୀ ପ୍ରାର୍ଥୀ ନାମାଙ୍କନ ଦାଖଲ କରିବେ ବୋଲି ସୂଚନା ରହିଛି।

Advertisment

ମନ୍ତ୍ରୀ ବିକ୍ରମ ଆରୁଖ ବାଚସ୍ପତି ପଦରୁ ଇସ୍ତଫା ଦେବା ପରେ ଖାଲିପଡ଼ିଛି ବାଚସ୍ପତି ପଦ। କିଏ ବାଚସ୍ପତି ହେବ ଓ କେବେ ନିର୍ବାଚନ ହେବ ତାକୁ ନେଇ ଜାରି ରହିଥିଲା କଳ୍ପନାଜଳ୍ପନା।  ଆସନ୍ତା ୨୧ ତାରିଖରେ ବାଚସ୍ପତି ନିର୍ବାଚନ ହେବ ବୋଲି ସୂଚନା ମିଳିଛି। ଏଥିପାଇଁ ୧୮ ତାରିଖରେ ବାଚସ୍ପତି ପାଇଁ ଅଶାୟୀ ପ୍ରାର୍ଥୀ ନାମାଙ୍କନ ଦାଖଲ କରିବେ ବୋଲି ସୂଚନା ରହିଛି।

Advertisment
Speaker Of Odisha Assembly Bhubaneswar Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe