ସମବାୟ ସପ୍ତାହ ଅବସରରେ ଗଡ଼ବଡ଼କାରୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବଡ଼ ଚେତାବନୀ। ସମବାୟ ବ୍ୟବସ୍ଥାରେ ଯିଏ ଗଡ଼ବଡ଼ କରିବ ଆବଶ୍ୟକ ପଡ଼ିଲେ ଝାରପଡ଼ା ଜେଲ ଯିବ। ଢୋଲ ଭିତର ମୂଷା ଭଳି କିଛି ଲୋକ ବିଶୃଙ୍ଖଳା କରିବା ପାଇଁ ଅଛନ୍ତି । ଚାଷୀଙ୍କ ସ୍ୱାର୍ଥରେ ବାଧା ଦେଉଥିବା ଲୋକଙ୍କୁ ଜେଲ ପଠାଇବେ କହିଛନ୍ତି ମୁଖ୍ୟମନ୍ତ୍ରୀ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
‘ସେମାନଙ୍କ ସେ ଅଭ୍ୟାସ ଯାଇନି, ଭାବୁଛନ୍ତି ଏବେବି ଶାସନରେ ଅଛନ୍ତି’
ସେମାନଙ୍କ ଶାସନ ଗଲାଣି, ବିଜେପିର ଶାସନ ଆସିଲାଣି- ଏ କଥା ସେମାନେ ବୁଝିବା ଦରକାର ବୋଲି କହିଛନ୍ତି ବିଜେପି ବିଧାୟକ ସରୋଜ ପାଢ଼ୀ। ହେଲେ କାହା ଉଦ୍ଦେଶ୍ୟରେ ଏ କଥା କହିଛନ୍ତି ସେ?
Politics
ବବିଙ୍କ ଭାଇ କ୍ଷମାପ୍ରାର୍ଥନା ସହ ସରେଣ୍ଡର କଲେ କାହିଁକି?
ଗତକାଲି ଯାଜପୁରରେ ଧର୍ମଶାଳା ବିଧାୟକ ହିମାଂଶୁ ଶେଖର ସାହୁଙ୍କ ଉପରେ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଥିଲା।
Politics
‘ବର୍ତ୍ତମାନ ବିଜେଡିରେ କେହି ନବୀନଙ୍କ ନେତୃତ୍ୱକୁ ମାନିବାକୁ ପ୍ରସ୍ତୁତ ନାହାନ୍ତି’
‘ସବୁ ପଳେଇଲେଣି। କେତେ ଗଲେଣ, ଆଉ କେତେ ଯିବେ।’
Politics
ବିଜେପି ବିଧାୟକଙ୍କୁ ଆକ୍ରମଣ ମାମଲାରେ ୧୦ ଜଣଙ୍କୁ ବାନ୍ଧିଲା ପୁଲିସ୍
ଅଭିଯୋଗରୁ ପ୍ରକାଶ ବୁଧବାର ସନ୍ଧ୍ୟା ବେଳେ ଧର୍ମଶାଳା ବିଧାୟକ ହିମାଂଶୁ ସାହୁ ଯାଜପୁର ଜିଲ୍ଲାପାଳଙ୍କ ଅଫିସରେ ହେବାକୁ ଥିବା ବୈଠକରେ ଯୋଗଦେବା ପାଇଁ ଯାଉଥିଲେ।
Politics
‘ରାଜନୀତିରେ ଏପରି ଆକ୍ରୋଶ ମୁଁ ଯାଜପୁରରେ ହେବାର ଦେଖିନାହିଁ’
ସରକାରଙ୍କ ପକ୍ଷରୁ ଲିଗାଲ ଆକ୍ସନ ନିଆଯାଇଛି। ଯେଉଁମାନେ ଆକ୍ରମଣ କରିଥିଲେ ସେମାନଙ୍କ ମଧ୍ୟରୁ ୧୦ ଜଣ ଗିରଫ ହୋଇସାରିଲେଣି।