Advertisment

ରାଜ୍ୟ ସରକାର କାହା ପାପକୁ ଲୁଚାଇବାକୁ ଚେଷ୍ଟା କରୁଛନ୍ତି?

ରାଜ୍ୟ ସରକାର କହୁଛନ୍ତି ଡୁପ୍ଲିକେଟ ଚାବି ମିଳିଛି। ଡୁପ୍ଲିକେଟ ଚାବି କାହିଁକି ତିଆରି ହୋଇଥିଲା?

Advertisment

ରତ୍ନଭଣ୍ଡାର ପ୍ରସଙ୍ଗ ଉଠାଇଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ୪୫ ବର୍ଷ ପୂର୍ବେ ହୋଇଥିଲା ରତ୍ନଭଣ୍ଡାରର ଯାଞ୍ଚ।। ସେହି ସମୟରେ ଏତେ ମୂଲ୍ୟବାନ ଆଭୂଷଣ ଥିଲା ଯେ, ଏହାର ମୂଲ୍ୟାଙ୍କନ କରୁଥିବା ଲୋକ ଏହାକୁ ଅମୂଲ୍ୟ କହି ହାତ ଟେକି ଦେଇଥିଲେ। ଶ୍ରୀ ଜଗନ୍ନାଥ ମନ୍ଦିରର ରତ୍ନଭଣ୍ଡାରର ଚାବି ୬ ବର୍ଷରୁ ହଜି ଯାଇଛି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।  

Advertisment
Puri Shreemandir 2024 General Election Loka Sabha Election 2024 Odisha Assembly Election 2024
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe