Advertisment

ବିଜେଡି ନେତା ପ୍ରଣବ ପ୍ରକାଶ ଦାସଙ୍କ ସରକାରୀ ଘରେ ଭଙ୍ଗା ଚାଲିଛି

ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଓରଫ୍ ବବି ଦାସଙ୍କ ଭୁବନେଶ୍ବର ସ୍ଥିତ ସରକାରୀ ଆବାସ ଭିତରେ ଥିଲା ବିଶାଳ ଆଲିଶାନ୍ ବଙ୍ଗଳା।

author-image
Manoj Swain

ଭଙ୍ଗାଚାଲିଛି ବିଜେଡି ନେତା ପ୍ରଣବ ପ୍ରକାଶ ଦାସଙ୍କ ସରକାରୀ ବାସଭବନ । କ୍ବାର୍ଟର୍ସ ପରିସରରେ ଥିବା ଅଣ୍ଡରଗ୍ରାଉଣ୍ଡ ନିର୍ମାଣ କାମର ଭଙ୍ଗା ଚାଲିଛି । ସରକାରୀ ଆବାସ ଭିତରେ ଥିଲା ବିଶାଳ ଆଲିଶାନ୍ ବଙ୍ଗଳା। ଅଣ୍ଡର ଗ୍ରାଉଣ୍ଡ୍ ଘର, ସୁଇମିଂ ପୁଲ୍, ରୁଫ୍ ଟପ୍ କଟେଜ୍ ।

Advertisment
Odisha BjD Pranab Prakash Das