Advertisment

ବିଜେଡି ନେତା ପ୍ରଣବ ପ୍ରକାଶ ଦାସଙ୍କ ସରକାରୀ ଘରେ ଭଙ୍ଗା ଚାଲିଛି

ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଓରଫ୍ ବବି ଦାସଙ୍କ ଭୁବନେଶ୍ବର ସ୍ଥିତ ସରକାରୀ ଆବାସ ଭିତରେ ଥିଲା ବିଶାଳ ଆଲିଶାନ୍ ବଙ୍ଗଳା।

Advertisment

ଭଙ୍ଗାଚାଲିଛି ବିଜେଡି ନେତା ପ୍ରଣବ ପ୍ରକାଶ ଦାସଙ୍କ ସରକାରୀ ବାସଭବନ । କ୍ବାର୍ଟର୍ସ ପରିସରରେ ଥିବା ଅଣ୍ଡରଗ୍ରାଉଣ୍ଡ ନିର୍ମାଣ କାମର ଭଙ୍ଗା ଚାଲିଛି । ସରକାରୀ ଆବାସ ଭିତରେ ଥିଲା ବିଶାଳ ଆଲିଶାନ୍ ବଙ୍ଗଳା। ଅଣ୍ଡର ଗ୍ରାଉଣ୍ଡ୍ ଘର, ସୁଇମିଂ ପୁଲ୍, ରୁଫ୍ ଟପ୍ କଟେଜ୍ ।

Advertisment
BjD Pranab Prakash Das Odisha
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe