ମନ୍ଦିରରେ କିଏ ନା ମୁଁ କଦଳୀ ଖାଇନି। ଯଦି ଲିକୁ ସାହୁଙ୍କୁ ଆକ୍ରମଣ ଘଟଣାରେ ତାଙ୍କର ହାତ ନାହିଁ, ତା’ହେଲେ କ୍ଷମା ପ୍ରାର୍ଥନା ସହ ସରେଣ୍ଡର କଥା କାହିଁକି କହିଲେ ବବିଙ୍କ ଭାଇ। କହୁଛନ୍ତି, ‘ଆକ୍ରମଣ କଥା ଶୁଣି ମୁଁ ଲିକୁଙ୍କୁ ଫୋନ୍ କରି ବ୍ୟକ୍ତିଗତ ସ୍ତରରେ କ୍ଷମାପାର୍ଥନା କଲି। ମୁଁ ତ ସରେଣ୍ଡର କରିଛି। ପୁଲିସ୍ ତଦନ୍ତ କରୁ । ଯଦି ଆମର ଦୋଷ ଅଛି, ଆମକୁ ଆରେଷ୍ଟ କରୁ ।’ ଏ ବାଇଟ୍ ପାଇଁ ଫସିଯିବେ କି ବବିଙ୍କ ଭାଇ ଲଲ ଦାସ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
‘ମୋତେ ମାରିଦେଇଥା’ନ୍ତେ’
‘ପିଏସ୍ଓଠାରୁ ପିସ୍ତଲ ଛଡ଼ାଇ ମୋତେ ଫାୟାରିଂ କରିଥାନ୍ତେ। କୌଣସି ପ୍ରକାରେ ପିଏସ୍ଓ ସେମାନଙ୍କ କବଳରୁ ଖସିଯାଇଥିଲେ।’
Politics
ରାହୁଲଙ୍କ ସାମ୍ବାଦିକ ସମ୍ମିଳନୀ ବେଳେ କଟିଲା ବିଜୁଳି, ବିଜେପି କହିଲା- ଜୟରାମ କାଢ଼ିଥିଲେ ପ୍ଲଗ
ମାଇକ ବନ୍ଦ ହୋଇଯିବାରୁ ରାହୁଲ ଗାନ୍ଧି ଏଥିପାଇଁ ଆଦାନୀ ପାୱାର ଓ ମୋଦି ପାୱାର କଥା କହି କଟାକ୍ଷ କରିଥିଲେ।
Politics
‘ସେମାନଙ୍କ ସେ ଅଭ୍ୟାସ ଯାଇନି, ଭାବୁଛନ୍ତି ଏବେବି ଶାସନରେ ଅଛନ୍ତି’
ସେମାନଙ୍କ ଶାସନ ଗଲାଣି, ବିଜେପିର ଶାସନ ଆସିଲାଣି- ଏ କଥା ସେମାନେ ବୁଝିବା ଦରକାର ବୋଲି କହିଛନ୍ତି ବିଜେପି ବିଧାୟକ ସରୋଜ ପାଢ଼ୀ। ହେଲେ କାହା ଉଦ୍ଦେଶ୍ୟରେ ଏ କଥା କହିଛନ୍ତି ସେ?
Politics
‘ବର୍ତ୍ତମାନ ବିଜେଡିରେ କେହି ନବୀନଙ୍କ ନେତୃତ୍ୱକୁ ମାନିବାକୁ ପ୍ରସ୍ତୁତ ନାହାନ୍ତି’
‘ସବୁ ପଳେଇଲେଣି। କେତେ ଗଲେଣ, ଆଉ କେତେ ଯିବେ।’
Politics
ବିଜେପି ବିଧାୟକଙ୍କୁ ଆକ୍ରମଣ ମାମଲାରେ ୧୦ ଜଣଙ୍କୁ ବାନ୍ଧିଲା ପୁଲିସ୍
ଅଭିଯୋଗରୁ ପ୍ରକାଶ ବୁଧବାର ସନ୍ଧ୍ୟା ବେଳେ ଧର୍ମଶାଳା ବିଧାୟକ ହିମାଂଶୁ ସାହୁ ଯାଜପୁର ଜିଲ୍ଲାପାଳଙ୍କ ଅଫିସରେ ହେବାକୁ ଥିବା ବୈଠକରେ ଯୋଗଦେବା ପାଇଁ ଯାଉଥିଲେ।