Advertisment

ଫେଲ୍ ମାରିଲା ଆଳୁ ମିଶନ ?

ପଶ୍ଚିମବଙ୍ଗ ସରକାରଙ୍କ ନାଲି ଆଖିକୁ ଦେଖି ୨୦୧୫ ମସିହାରେ ନବୀନ ପଟ୍ଟନାୟକ ସରକାର ଆରମ୍ଭ କରିଥିଲେ ତିନି ବର୍ଷିଆ ଆଳୁ ମିଶନ।

Advertisment

ପଶ୍ଚିମବଙ୍ଗ ସରକାରଙ୍କ ନାଲି ଆଖିକୁ ଦେଖି ୨୦୧୫ ମସିହାରେ ନବୀନ ପଟ୍ଟନାୟକ ସରକାର ଆରମ୍ଭ କରିଥିଲେ ତିନି ବର୍ଷିଆ ଆଳୁ ମିଶନ। ସେଥିପାଇଁ ଉଦ୍ୟାନ କୃଷି ନିର୍ଦ୍ଦେଶାଳୟକୁ ଅତିରିକ୍ତ ୫୦ କୋଟି ଟଙ୍କା ଦିଆଯାଇଥିଲା। ଲକ୍ଷ୍ୟ ଥିଲା, ରାଜ୍ୟରେ ମାତ୍ର ୧୫ ହଜାର ହେକ୍ଟର ଜମିରେ ହେଉଥିବା ଆଳୁ ଚାଷକୁ ବଢ଼ାଇ ୩ ବର୍ଷରେ ୬୦ ହଜାର ହେକ୍ଟରରେ ପହଞ୍ଚାଇବା। ଚାଷୀଙ୍କୁ ପ୍ରବର୍ତ୍ତାଇ ସେମାନଙ୍କ ଉତ୍ପାଦିତ ଆଳୁକୁ ନିକଟସ୍ଥ ଶୀତଳ ଭଣ୍ଡାରରେ ସଂରକ୍ଷିତ ରଖିବାର ବ୍ୟବସ୍ଥା କରାଯିବ। ସେଥିପାଇଁ ୧୧୨ଟି ନୂଆ ଶୀତଳ ଭଣ୍ଡାର ନିର୍ମାଣ କରିବାର ଯୋଜନା କରାଯାଇଥିଲା। 

Advertisment
Odisha Price Hike Potato
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe