Advertisment

ଭାଙ୍ଗିଯିବ କି ବିଜେଡି ?

ନବୀନଙ୍କୁ ଘାରିଛି କି ଦଳ ଭାଙ୍ଗିଯିବା ଚିନ୍ତା ? ଏଥର ନିର୍ବାଚନରେ ଶୋଚନୀୟ ପରାଜୟ ପରେ ଏବେ ଏମିତି କିଛି ଚର୍ଚ୍ଚା ଜୋର ଧରିଛି । ଆଉ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ବୟାନ ଏଦିଗକୁ ଅଧିକ ଇଙ୍ଗିତ କରିଛି ।

ଅଦ୍ୟତନ ହୋଇଛି
Advertisment

ନବୀନଙ୍କୁ ଘାରିଛି କି ଦଳ ଭାଙ୍ଗିଯିବା ଚିନ୍ତା ? ଏଥର ନିର୍ବାଚନରେ ଶୋଚନୀୟ ପରାଜୟ ପରେ ଏବେ ଏମିତି କିଛି ଚର୍ଚ୍ଚା ଜୋର ଧରିଛି । ଆଉ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ବୟାନ ଏଦିଗକୁ ଅଧିକ ଇଙ୍ଗିତ କରିଛି । ଗତକାଲି ନିଜ ଦଳର ନେତାଙ୍କୁ ଏକଜୁଟ ରଖିବାକୁ ନିବେଦନ କରିଛନ୍ତି ନବୀନ। ସେ କହିଛନ୍ତି, ରାଜ୍ୟରେ ବିଜେପି ସରକାରରେ ୨ରୁ ୩ଟି MLA ସଂଖ୍ୟା ଗରିଷ୍ଠତାରୁ ଅଧିକ ଅଛନ୍ତି, କେନ୍ଦ୍ରରେ ବି ଅଳ୍ପସଂଖ୍ୟକ ସରକାର ଚାଲିଛି । ତେଣୁ ପରିଶ୍ରମ କରନ୍ତୁ, ଏକଜୁଟ୍ ରୁହନ୍ତୁ ଆଉ ଦଳକୁ ମଜବୁତ ରଖନ୍ତୁ ବୋଲି ନବୀନ ନିଜ ନେତା ଓ କର୍ମୀଙ୍କୁ ଆହ୍ବାନ ଦେଇଛନ୍ତି। ହେଲେ ନବୀନଙ୍କୁ ଏଭଳି କାହିଁକି କହିବାକୁ ପଡ଼ିଲା ?

Advertisment
Odisha BjD Naveen Patnaik
Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe