ସତ ହୋଇଯାଉଛି ବୋଲି ଛାନିଆ ହେଲାଣି ବିଜେଡି | Odisha Reporter
ବିଜେପି ସାଂସଦ ସୁକାନ୍ତ ପାଣିଗ୍ରାହୀ କହିଛନ୍ତି ଆଗକୁ ବଡ଼ ବଡ଼ ବିସ୍ଫୋରଣ ହେବ । ବହୁତ ବଡ଼ ବଡ଼ ନେତା ବିଜେପିରେ ସାମିଲ ହେବେ । ଖାଲି ରାଜ୍ୟସଭା ନୁହେଁ ବହୁ ପଦାଧିକାରୀ ବିଜେପି ସହ ସମ୍ପର୍କରେ ଅଛନ୍ତି । ବିଧାୟକ, ପୂର୍ବତନ ବିଧାୟକ ବି ଯୋଗାଯୋଗରେ ଅଛନ୍ତି । ଅନ୍ୟପଟେ ସୁକାନ୍ତଙ୍କୁ କଡ଼ା କାଉଣ୍ଟର କରିଛନ୍ତି ବରିଷ୍ଠ ବିଜେଡି ନେତା ଦେବୀ ମିଶ୍ର । ଦେଖନ୍ତୁ ପୂରା ରିପୋର୍ଟ।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
