ପୁରୀରୁ ଲଢିବେ କି ନବୀନ ? | Odisha Reporter
ପୁରୀରୁ ଲଢିବେ କି ମୁଖ୍ୟମନ୍ତ୍ରୀ ? ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀରୁ ନିର୍ବାଚନ ଲଢ଼ିବା ନେଇ ଚର୍ଚ୍ଚା, ଆଲୋଚନା ଜୋର୍। ଚର୍ଚ୍ଚାକୁ ଖୋରାକ ଯୋଗାଇଲା ବିଜେଡି ନେତାଙ୍କ ମନ୍ତବ୍ୟ। ନବୀନ ପୁରୀରୁ ଲଢିବା ନେଇ ଚର୍ଚ୍ଚା ହେଉଥିବାବେଳେ ଶୁଣନ୍ତୁ ଏନେଇ କଣ କହୁଛନ୍ତି ବରିଷ୍ଠ ସାମ୍ବାଦିକ ପ୍ରସନ୍ନ ମହାନ୍ତି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
