Advertisment

କଂଗ୍ରେସରେ ଯୋଗଦେଲେ ଭିନେଶ ଫୋଗାଟ

ଆଜି ବିଧିବଦ୍ଧ ଭାବରେ କଂଗ୍ରେସ ଦଳରେ ସାମିଲ ହୋଇଛନ୍ତି ରେସଲର ଭିନେଶ ଫୋଗାଟ ଓ ବଜରଙ୍ଗ ପୁନିଆ ।

author-image
Manoj Swain

ଆଜି ବିଧିବଦ୍ଧ ଭାବରେ କଂଗ୍ରେସ ଦଳରେ ସାମିଲ ହୋଇଛନ୍ତି ରେସଲର ଭିନେଶ ଫୋଗାଟ ଓ ବଜରଙ୍ଗ ପୁନିଆ । କଂଗ୍ରେସରେ ସାମିଲ ହେବା ପୂର୍ବରୁ ଭିନେଶ ଓ ବଜରଙ୍ଗ ଦିଲ୍ଲୀରେ ଦଳର ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେଙ୍କୁ ଭେଟିଥିଲେ। ଏହାପରେ ପାର୍ଟି କାର୍ଯ୍ୟାଳୟରେ ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି। 

Advertisment
Congress Bajrang Punia Vinesh Phogat