ବଳ ଗୋଟାଉଛି କଂଗ୍ରେସ, ଘରକୁ ଫେରିଲେ ଶର୍ମିଲା | Odisha Reporter
ହାତ ଧରିଲେ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ଭଉଣୀ। ୱାଇଏସ୍ଆର୍ ତେଲଙ୍ଗାନା ପାର୍ଟିର ପ୍ରତିଷ୍ଠାତା ତଥା ୱାଇଏସ୍ଆର୍ କଂଗ୍ରେସ ମୁଖ୍ୟ ଜଗନମୋହନ ରେଡ୍ଡୀଙ୍କ ଭଉଣୀ ଓ୍ୱାଇ ଏସ୍ ଶର୍ମିଲା ଆଜି କଂଗ୍ରେସରେ ମିଶିଛନ୍ତି। କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ ଓ ରାହୁଲ ଗାନ୍ଧିଙ୍କ ଉପସ୍ଥିତିରେ ସେ ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି।
Advertisment
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
